odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଚଳଚଞ୍ଚଳ ଶ୍ରୀମନ୍ଦିର, ଅବଢ଼ା ପାଇଁ ବ୍ୟାକୁଳ ଶ୍ରଦ୍ଧାଳୁ

ପୁରୀ : ଚଳିତ ବର୍ଷ ରଥଯାତ୍ରା ସୁରୁଖୁରୁରେ ସାରିଛି ।ବଡ଼ଦାଣ୍ଡରୁ ଯାଇ ରତ୍ନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି। ଶ୍ରୀମନ୍ଦିର ରତ୍ନସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ନୀଳାଚଳ ଅବଢାରୁ ବଞ୍ଚିତ ଥିଲେ ଭକ୍ତ । ଦୀର୍ଘ ଦିନ ପରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରି ବେଶ ଖୁସିବ୍ୟକ୍ତ କରିଛନ୍ତି ଶ୍ରଦ୍ଧାଳୁ । ଗତକାଲି ନୀଳାଦ୍ରି ବିଜେ ପରେ ଶ୍ରୀମନ୍ଦିର ପୁଣି ଚଳଚଞ୍ଚଳ ହୋଇଉଠିଛି ।ସେପଟେ ଘୋଷଯାତ୍ରା ଶେଷ ପରେ ଆଜିଠାରୁ ରଥ ଫିଟାଇବା କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି । ଭୋଇ ସେବାୟତମାନେ ତିନି ରଥରେ ଥିବା ପାର୍ଶ୍ବ ଦେବାଦେବୀ, ଘୋଡା, ସାରଥିଗୁଡିକୁ ଖୋଲିଥିଲେ। ରଥର କିଛି ଅଂଶଗୁଡିକ ପ୍ରତ୍ୟେକ ବର୍ଷ ନିର୍ମାଣ ହେଉ ନଥିବାରୁ ଏଗୁଡିକୁ ସୁରକ୍ଷିତ ଭାବେ ଗୁଣ୍ତିଚା ଘର ଓ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଏ। ରଥର ଅନ୍ୟ ମୁଖ୍ୟ ଅଂଶ ଗୁଡିକ ପ୍ରଶାସନର ନିର୍ଦ୍ଦେଶ ଆସିବା ପରେ ଖୋଲାଯିବ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top