odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ

ଭୁବନେଶ୍ୱର : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ମନମୋହନ ଏବଂ କେଭି ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ ବଢ଼ାଇଲା ଚର୍ଚ୍ଚା । ଆସନ୍ତା ୪ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଠିକ୍ ଏହା ପୂର୍ବରୁ ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ ଓଡ଼ିଶାରେ ସରକାର ଆଉ ଦଳୀୟ ସଙ୍ଗଠନ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ । ଏହାରି ଭିତରେ ନୂଆଦିଲ୍ଲୀରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ଆଲୋଚନା କରିଚନ୍ତି । ଏହାକୁ ନେଇ କେଭି ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top