odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ପିଲାଙ୍କ ପାଇଁ ଆସୁଛି ନୂଆ ବହି

ଭୁବନେଶ୍ୱର : ଓଡ଼ିଶାର ସ୍କୁଲ ପିଲାଙ୍କ ପାଇଁ ନୂଆ ପାଠ୍ୟପୁସ୍ତକ ପ୍ରଣୟନ ଏବଂ ବିବାଦୀୟ ତ୍ରୁଟିପୂର୍ଣ୍ଣ ବହି ପ୍ରତ୍ୟାହାର ପ୍ରସଙ୍ଗ ଚର୍ଚ୍ଚାରେ ରହିଛି। ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା ଚାଲିଛି । ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଏନ୍. ଥିରୁମାଲା ନାଏକ । କହିଛନ୍ତି, ନୂଆ ବହି ଆସିବା ପର୍ଯ୍ୟନ୍ତ ପକ୍ଷରୁ ଓସେପା ଜରିଆରେ ଡିଇଓ ମାନଙ୍କୁ ଦିଆଯାଇଥିବା ସଂଶୋଧିତ ତଥ୍ଯକୁ ନେଇ ପାଠପଢା ଯିବ । ସମ୍ପୂର୍ଣ୍ଣ ତ୍ରୁଟି ସଂଶୋଧନ ପରେ ସମସ୍ତଙ୍କ ଅବଗତି ପାଇଁ ବହି ଉପଲବ୍ଧ ହେବ । ଯେତେ ଶୀଘ୍ର ସମ୍ଭବ ଆମେ ପିଲାଙ୍କୁ ବହି ଯୋଗାଇ ଦେବାକୁ କାମ କରୁଛୁ ବୋଲି କହିଛନ୍ତି ଏନ୍. ଥିରୁମାଲା ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top