odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ମଝି ଆକାଶରେ ଥରିଲା ବିମାନ

ନୂଆଦିଲ୍ଲୀ: ଫୁକେଟ- ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ । ମଝି ଆକାଶରେ କିଛି ସମସ୍ୟା ହେବାରୁ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ଅବତରଣ ପରେ ସମସ୍ତ ଯାତ୍ରୀ ଏବଂ ସୁରକ୍ଷିତ ଭାବେ ଓହ୍ଲାଇଥିଲେ । ଅଳ୍ପ ସଂଖ୍ୟକ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କୁ ସାମାନ୍ୟ ଆଘାତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଚିକିତ୍ସା ପାଇଁ ବିମାନ ବନ୍ଦରର ଏକ ମେଡିକାଲକୁ ନିଆଯାଇଥିଲା । ବର୍ତ୍ତମାନ ଚିକିତ୍ସା ଜାରି ରହିଛି । ତେବେ ଅଘଟଣ ପରେ ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି ଯେ, ଆମର ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା କଲ୍ୟାଣ ପାଇଁ ଏୟାର ଇଣ୍ଡିଆର ସର୍ବୋଚ୍ଚ ପ୍ରାଥମିକତା ରହିଛି । ପ୍ରଭାବିତ ଲୋକଙ୍କୁ ସହାୟତା କରିବୁ ଏବଂ ଅଘଟଣର କାରଣ କଣ ତାହା ମଧ୍ୟ ତଦନ୍ତ କରିବୁ ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top