odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀଙ୍କ ମହାସମ୍ମିଳନୀ

ଭୁବନେଶ୍ୱର : ଭୁବନେଶ୍ୱରରେ ଆରମ୍ଭ ହେବ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀ । ଶିକ୍ଷା, ଦକ୍ଷତା ଓ ନବସୃଜନର ମହାକୁମ୍ଭରେ ସାମିଲ ହେବେ ବିଭିନ୍ନ ଦେଶର ଶିକ୍ଷାମନ୍ତ୍ରୀ ଓ ବିଭାଗୀୟ ଅଧିକାରୀ । ଶିକ୍ଷା କ୍ଷେତ୍ରରେ ପାରସ୍ପରିକ ସହଯୋଗକୁ ଆହୁରି ମଜବୁତ କରିବା ନେଇ କରାଯିବ ମନ୍ଥନ । ଏହି ତିନିଦିନିଆ ସମ୍ମିଳନୀରେ ମୁଖ୍ୟତଃ ୫ଟି ପ୍ରମୁଖ କ୍ଷେତ୍ର ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ଶିଶୁମାନଙ୍କର ମାନସିକ ଓ ବୌଦ୍ଧିକ ବିକାଶ ପାଇଁ ଏହି ଭିତିଭୂମିକୁ ଅଧିକ ସୁଦୃଢ଼ କରିବା ।ବ୍ରିକ୍ସ ଟିଭିଇଟି କୋଅପରେସନ ଆଲିୟାନ୍ସ ଅଧିନରେ ଅଧୀନରେ ବୈଷୟିକ ଏବଂ ବୃତ୍ତିଗତ ଶିକ୍ଷାର ପରିସରକୁ ବ୍ୟାପକ କରିବା । ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ମିଳିତ ଗବେଷଣା, ଇନୋଭେସନ୍ ଏବଂ ଷ୍ଟାର୍ଟଅପ୍ କ୍ଷେତ୍ରକୁ ପ୍ରୋତ୍ସାହନ ଯୋଗାଇବା । ବିଭିନ୍ନ ଦେଶର ଡିଗ୍ରୀ ଓ ଶିକ୍ଷାଗତ ଯୋଗ୍ୟତାକୁ ପରସ୍ପର ଗ୍ରହଣ କରିବା ପାଇଁ ଏକ ସହଜ ଓ ସ୍ପଷ୍ଟ ବ୍ୟବସ୍ଥା ଗଠନ କରିବା, ଏବଂ ଶିକ୍ଷା ଅନୁଷ୍ଠାନଗୁଡ଼ିକରେ ପ୍ରଶାସନିକ ଏବଂ ଶୈକ୍ଷିକ ନେତୃତ୍ୱକୁ ଅଧିକ ଦକ୍ଷ କରିବା ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top