odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ପ୍ରଳୟ ବନ୍ୟାରେ ହାହାକାର: ଆସାମ

ଗୌହାଟି: ଲଗାଣ ବର୍ଷା ଯୋଗୁଁ ଆସାମରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ପରିସ୍ଥିତି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତି ବନ୍ୟା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଚରାଇଦେଓ, ଦାରାଙ୍ଗ, ଗୋଲାଘାଟ, ଜୋରହାଟ, କାର୍ବି ଆଙ୍ଗଲଙ୍ଗ, ନାଗାଓଁ ଏବଂ ଶିବସାଗର ଜିଲ୍ଲାରେ ୧୩୭,୫୦୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।

Share In Social Media

Leave a Comment

Your email address will not be published. Required fields are marked *

Scroll to Top