odisha24 Live

ଆମେରିକାରେ ସଡ଼କ ଦୁର୍ଘଟଣାରେ ‘ଗୋଡଜିଲା ଭର୍ସେସ କଙ୍ଗ’ର ୧୮ ବର୍ଷୀୟା ଅଭିନେତ୍ରୀ କେଲି ହଟଲଙ୍କ ମୃତ୍ୟୁ…

ସୌର ଆଲୋକରେ ଝଲମଲ ପାହାଡ଼ପୁର, ସମଗ୍ର ଦେଶ ପାଇଁ ହେଲା ପ୍ରେରଣା।

ବାହୁଡା ଯାତ୍ରାକୁ ନଜରରେ ରଖି ପୁରୀରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

ସରକାରଙ୍କ ସମ୍ମୁଖରେ ରାହୁଲଙ୍କ ୩ ସର୍ତ୍ତ, ଧର୍ମେନ୍ଦ୍ରଙ୍କ ବରଖାସ୍ତ ସହ କ୍ଷମା ଦାବି।

ସୁଖବୀରଙ୍କୁ ଆକ୍ରମଣ

ମହାରାଷ୍ଟ୍ର : ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳ ମୁଖ୍ୟ ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଆକ୍ରମଣ ପରେ ସେ ଆହତ ହୋଇଥିବାରୁ ତାଙ୍କୁ ସାଙ୍ଗେ ସାଙ୍ଗେ ହସ୍ପିଟାଲକୁ ନିଆଯାଇଥିଲା । ପଞ୍ଚାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବାଦଲଙ୍କୁ ଏକ ଧାରୁଆ ଅସ୍ତ୍ରରେ ଗୁରୁବାର ଆକ୍ରମଣ କରାଯାଇଥିଲା । ଯାହାକି ତାଙ୍କ ହାତକୁ ଗଭୀର ଆଘାତ ଲାଗିଥିଲା । ବାଦଲ ବ୍ୟତୀତ ତାଙ୍କ ସୁରକ୍ଷା କଭରର ଅଂଶ ଥିବା ଇନ୍ସପେକ୍ଟର ସନ୍ତୋଷ କେନ୍ଦ୍ରେ ନାମକ ଜଣେ ସୁରକ୍ଷା କର୍ମୀ ମଧ୍ୟ ଏହି ଆକ୍ରମଣରେ ଆହତ ହୋଇଛନ୍ତି।ଆକ୍ରମଣକାରୀ କିଏ ତାହା ସ୍ପଷ୍ଟ ହୋଇନାହିଁ, କିନ୍ତୁ ପୋଲିସ ତାଙ୍କୁ ଗିରଫ କରିଛି। ତଦନ୍ତ ପରେ ପୋଲିସ ଏ ସମ୍ପର୍କରେ ଅଧିକ ତଥ୍ୟ ପ୍ରକାଶ କରିବ।

Share In Social Media

Leave a Comment

Your email address will not be published. Required fields are marked *

Scroll to Top