odisha24 Live

Latest News

Latest News

ବଢ଼ିଛି ସୁନା ସ୍ଥିର ରହିଛି ରୁପା

ନୂଆଦିଲ୍ଲୀ : ଆଜି ଭାରତୀୟ ଖୁଚୁରା ବଜାରରେ ସୁନା ଏବଂ ରୁପା ଦର ବଢିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୬,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩,୬୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୬,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୩,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୬୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୬,୮୧୦ ଟଙ୍କା ଓ ୨୨ କ୍ୟାରଟେ ୧,୪୩,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୬,୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୩,୬୦୦ ଟଙ୍କା ରହିଛି ।
Share In Social Media
Scroll to Top