odisha24 Live

Latest News

Latest News

ଆଜିର ସୁନା ଦର

ନୂଆଦିଲ୍ଲୀ : ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୭୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୧,୭୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୪,୫୮୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୧,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୪,୭୩୦ ଟଙ୍କା ଓ ୨୨ କ୍ୟାରଟେ ୧,୪୧,୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୪,୫୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୧,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୪,୫୮୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୧,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୫,୦୦୦ ଟଙ୍କା ହୋଇଛି ।

Share In Social Media
Scroll to Top