odisha24 Live

Latest News

Latest News

ଗୁରୁମନ୍ତ୍ର ଦେଲେ ସୌଦାନ ସିଂ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବଡ଼ ବୈଠକ । ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ମନ୍ତ୍ରୀ ବିଧାୟକ ବରିଷ୍ଠ ନେତାମାନଙ୍କ ସହ ଆଲୋଚନା କଲେ ମହାମନ୍ତ୍ରୀ ସୌଦାନ ସିଂ l ଆଗକୁ ପୌର ଓ ପଂଚାୟତ ନିର୍ବାଚନ ରହିଥିବା ବେଳେ ସୌଦlନ ସିଂଙ୍କ ଗସ୍ତ ରାଜ୍ୟ ବିଜେପି ପାଇଁ ବହୁ ଗୁରୁତ୍ୱପୂର୍ଣ l

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସୌଦlନ ସିଂଙ୍କ ସାକ୍ଷାତକାରକୁ ନେଇ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ କରିଛନ୍ତିl ସେ କହିଛନ୍ତି , ରାଜ୍ୟରେ ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ଼ କରିବା, ଲୋକାଭିମୁଖୀ ଯୋଜନାଗୁଡ଼ିକୁ ଶେଷ ଧାଡ଼ି ପର୍ଯ୍ୟନ୍ତ ପହଞ୍ଚାଇବା ତଥା ରାଜ୍ୟର ସାମଗ୍ରିକ ବିକାଶ ସମ୍ପର୍କରେ ଫଳପ୍ରଦ କରିବା ବିଜେପିର ମୂଳ ଲକ୍ଷ୍ୟ l ତାଙ୍କର ଦୀର୍ଘ ସାଙ୍ଗଠନିକ ଅଭିଜ୍ଞତା ଓ ମାର୍ଗଦର୍ଶନ ଆମ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ନୂତନ ଶକ୍ତି ଓ ଉତ୍ସାହ ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି l

Share In Social Media
Scroll to Top