
ଭୁବନେଶ୍ୱର : ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ମୁମ୍ବାଇରେ ହେବାକୁ ଥିବା ଇଣ୍ଡିଆ କେମ୍ ୨୦୨୬ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।
ତା ସହ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ହେବେ ।





