odisha24 Live

Latest News

Latest News

ସାମାନ୍ୟ ହ୍ରାସ ପାଇଲା ସୁନା ଓ ରୁପା ଦର

ଭୁବନେଶ୍ବର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୩,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୫୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୭,୬୭୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୩,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୫୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୩,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୫୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୩,୫୯୦ ଟଙ୍କା ଓ ୨୨ କ୍ୟାରଟେ ୧,୩୧,୭୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୩,୫୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୧,୫୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୩,୫୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୧,୫୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୪,୯୦୦ ଟଙ୍କା ହୋଇଛି ।

Share In Social Media
Scroll to Top