ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଆସେସମେଣ୍ଟ-୧
ଭୁବନେଶ୍ୱର : ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଅପଡେଟ୍ । ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଶିଶୁ ବାଟିକା ୩ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମେଟିଭ୍ ଆସେସମେଣ୍ଟ-୧ ଆସନ୍ତା ସେପ୍ଟେମ୍ବର ମାସର ଚତୁର୍ଥ ସପ୍ତାହରେ କରାଯିବ । ଏନେଇ ସମସ୍ତ ଡିଇଓ ଏବଂ ଡିପିସିମାନଙ୍କୁ ଆବଶ୍ୟକ ପଦକ୍ଷେପ ନେଇ ସମୟ ମଧ୍ୟରେ ପରୀକ୍ଷା ପ୍ରକ୍ରିୟା ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ପୂର୍ବରୁ ଜାରି ହୋଇଥିବା ଆସେସମେଣ୍ଟ ଫ୍ରେମୱାର୍କ ଫର୍ ସ୍କୁଲ ଏଜୁକେସନକୁ କଡ଼ାକଡ଼ି ଭାବେ









