ଆଜିର ସୁନା ଓ ରୁପା ଦର
ନୂଆଦିଲ୍ଲୀ : ସ୍ଥିର ରହିଛି ସୁନା ଓ ରୁପା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୭୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୦,୧୦୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୩,୭୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୫୦,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୩,୭୫୦









