odisha24 Live

Latest News

Latest News

Author name: RatnaManjari Mohanty

ରାଜନୀତି

ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ ତ୍ରିଶା କ୍ରିଷ୍ଣନଙ୍କୁ ଦେଖିବାକୁ ମିଳିଥିଲା; ତେବେ ତ୍ରିଶାଙ୍କୁ ଆଗ ଧାଡ଼ିରେ ବସିଥିବା ଦେଖିବାକୁ ମିଳିଥିଲା। ବିଜୟ ମୁଖ୍ୟମନ୍ତ୍ରୀ ହେବା ପରଠାରୁ ତ୍ରିଶା ଅନେକ କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇଛନ୍ତି।ସ୍ବାଧୀନତା ଦିବସ ଅବସରରେ ଭାଷଣ ଦେଇ, ମୁଖ୍ୟମନ୍ତ୍ରୀ ବିଜୟ କହିଥିଲେ ଯେ ତାଙ୍କ ସରକାର ସର୍ବଦା ତାମିଲନାଡୁର ଅଧିକାର ବିରୁଦ୍ଧରେ ଯାଉଥିବା

ବାସ୍ତୁ ଓ ରାଶିଫଳ

ସ୍ୱାସ୍ଥ ପାଇଁ ବାସି ରୁଟି ଫାଇଦା

ବାସି ରୁଟିକୁ ଅନେକେ ଅଦରକାରୀ ଭାବି ଫୋପାଡି ଦେଇଥାଆନ୍ତି।ସାଧାରଣତଃ ରାତ୍ରିଭୋଜନରେ ସମସ୍ତେ ରୁଟି ଖାଇବା ପସନ୍ଦ କରନ୍ତି । ବେଳେବେଳେ ରାତିରେ ଅଧିକ ରୁଟି ତିଆରି ହୋଇଗଲେ ବଳକା ରହିଯାଏ । ବେଳେବେଳେ କିଛି ରୁଟି ସକାଳକୁ ବଞ୍ଚିଯାଇଥାଏ । କିଛି ଲୋକ ଏହାକୁ ଖାଇବାକୁ ପସନ୍ଦ କରୁଥିବାବେଳେ ଆଉ କିଛି ଫିଙ୍ଗି ଦେଇଥାଆନ୍ତି ନଚେତ୍ ପଶୁପକ୍ଷୀଙ୍କୁ ଦେଇଦିଅନ୍ତି ।ବାସି ରୁଟି ଖାଇବାର ଉପକାରିତା:ହଜମ ପ୍ରକ୍ରିୟାରେ ଉନ୍ନତି ଆଣିଥାଏ: ବାସି ରୁଟିରେ ଫାଇବରର ପରିମାଣ ଅଧିକ ରହିଥାଏ

ସଂସ୍କୃତି

ନାଗ ପଞ୍ଚମୀ କାହିଁକି ପାଳନ କରାଯାଏ

ଶ୍ରାବଣ ମାସରେ ମହାଦେବଙ୍କର ବିଶେଷ ପୂଜାର୍ଚନା କରାଯାଇଥାଏ l ଏହାଛଡା ଶ୍ରାବଣ ମାସରେ ମହାଦେବଙ୍କ ପ୍ରିୟ ଗଣ ନାଗ ଦେବତାଙ୍କର ମଧ୍ୟ ପୂଜାର୍ଚନା କରାଯାଇଥାଏ l ଶ୍ରାବଣ ମାସର ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ନାଗ ପଞ୍ଚମୀ ଶୈବ ପୂଜକମାନେ ପାଳନ କରିଥାଆନ୍ତି l ଏହିଦିନ ନାଗ ଦେବତାଙ୍କୁ ପୂଜା କରିବା ଦ୍ୱାରା କାଳସର୍ପ ଦୋଷରୁ ମୁକ୍ତି ମିଳିଥାଏ l ଏହାଛଡା ସର୍ପ ଦଂଶନର ଭୟ ମଧ୍ୟ ଦୂର ହୋଇଥାଏ lଚଳିତ ବର୍ଷ ନାଗ ପଞ୍ଚମୀ ଅଗଷ୍ଟ ୯

ମନୋରଞ୍ଜନ

ସମୟଙ୍କୁ ଆଶ୍ୱସ୍ତି

ମୁମ୍ବାଇ : କମେଡିଆନ୍ ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ବସ୍ତି ମିଳିଛି । ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ରୁଜୁ ହୋଇଥିବା ଫୌଜଦାରୀ ମାମଲା ଏବଂ ସମ୍ପୃକ୍ତ ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାଟି ଅକ୍ଷମ ବ୍ୟକ୍ତିମାନଙ୍କ ସମ୍ପର୍କରେ ଦିଆଯାଇଥିବା ଆପତ୍ତିଜନକ ଏବଂ ଅସମ୍ବେଦନଶୀଳ ମନ୍ତବ୍ୟରୁ ଆରମ୍ଭ ହୋଇଥିଲା।ଭାରତର ମୁଖ୍ୟ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି ସମୟରେ ଅଭିଯୁକ୍ତଙ୍କ ବିରୋଧରେ ଚାଲିଥିବା ଫୌଜଦାରୀ କାର୍ଯ୍ୟାନୁଷ୍ଠାନକୁ

ବାଣିଜ୍ୟ

ବଢ଼ିଛି ପେଟ୍ରୋଲ କମିଛି ଡିଜେଲ

ଭୁବନେଶ୍ୱର : ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୩.୬୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୦୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୨୧ ପଇସା ହୋଇଥିବା ବେଳେ

ଅପରାଧ

ସରକାରୀ ଜମିରେ ଗଞ୍ଜେଇ ଚାଷ ସମ୍ପୂର୍ଣ୍ଣ ବନ୍ଦ ହେବ

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଜମିରେ ଅବୈଧ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୋକିବା ପାଇଁ କ୍ଷେତ୍ରସ୍ତରରେ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ଏ ସଂକ୍ରାନ୍ତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି ଜିଲ୍ଲାର କ୍ଷେତ୍ରସ୍ତରୀୟ ରାଜସ୍ୱ ଅଧିକାରୀମାନଙ୍କୁ ସଜାଗ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି lବିଶେଷକରି ଦୁର୍ଗମ ଓ

କ୍ରୀଡା

ୱେଲ୍ସକୁ ଭେଟିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ : ଆରମ୍ଭ ହେବ ବିଶ୍ୱକପ୍ ମହାସମର । ବେଲଜିୟମ ଓ ନେଦରଲାଣ୍ଡ୍ସରେ ଆରମ୍ଭ ହେଉଛି FIH ହକି ବିଶ୍ୱକପ୍ ୨୦୨୬। ଅଗଷ୍ଟ ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ବିଶ୍ୱ ହକିର ସବୁଠାରୁ ବଡ଼ ମଞ୍ଚରେ ଭାରତୀୟ ପୁରୁଷ ଦଳ ଉପରେ ଏଥର ବିଶେଷ ନଜର । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୨୦ ଜଣିଆ ଭାରତୀୟ ଦଳ ମଇଦାନକୁ ଓହ୍ଲାଇବ। ଭାରତ Pool-Dରେ ଇଂଲଣ୍ଡ, ପାକିସ୍ତାନ ଓ ୱେଲ୍ସ ସହ ରହିଛି। ଆଜି ୱେଲ୍ସ ବିପକ୍ଷରେ ଅଭିଯାନ

ଶିକ୍ଷା ଓ ନିଯୁକ୍ତି

ଓସିଏସ ପରୀକ୍ଷା କୋହଳ

ଭୁବନେଶ୍ୱର : ସ୍ୱାଧୀନତା ଦିବସରେ ଓପିଏସସି ସିଭିଲ ସର୍ଭିସ ପରୀକ୍ଷୀ ଆଶାୟୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷଣା କରିଛନ୍ତି । ଓସିଏସ ପରୀକ୍ଷା ନିୟମ କୋହଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସର୍ବାଧିକ ୬ଟି ସୁଯୋଗକୁ ଉଠାଇଦେବାକୁ ଘୋଷଣା କରାଯାଇଛି । ବର୍ତ୍ତମାନ ଏହି ପରୀକ୍ଷା ପାଇଁ ସର୍ବୋଚ୍ଚ ବୟସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ । ସରକାରୀ ଚାକିରି ପାଇଁ ସର୍ବାଧିକ ବୟସସୀମା ୪୨କୁ ବୃଦ୍ଧି କରାଯାଇଛି । ଅନୁକମ୍ପାମୂଳକ ନିଯୁକ୍ତିରେ ଥିବା

ବିଦେଶ

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା : ଭୟଙ୍କର ଭୂକମ୍ପରେ ଥରହର ହେଲା ଇଣ୍ଡୋନେସିଆ । ଇଣ୍ଡୋନେସିଆର ଫ୍ଲୋରେସ୍ ଦ୍ୱୀପପୁଞ୍ଜ ନିକଟରେ ଶନିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି, ଯାହା ପରେ ସୁନାମି ସତର୍କତା ଜାରି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ୭.୭ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଫ୍ଲୋରେସ୍ ଦ୍ୱୀପର ଉତ୍ତରରେ ଥିବା ଏଣ୍ଡେ ସହରଠାରୁ ୬୮ କିଲୋମିଟର ଉତ୍ତର-ପଶ୍ଚିମରେ ଥିଲା। ଇଣ୍ଡୋନେସିଆର ପାଣିପାଗ, ଜଳବାୟୁ ଓ ଭୂ-ପଦାର୍ଥ ବିଜ୍ଞାନ ଏଜେନ୍ସି (ୟୁରୋପିଆନ୍-ମେଡିଟେରେନିଆନ୍ ସିସ୍ମୋଲୋଜିକାଲ୍

ପାଣିପାଗ

ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଲଗାଣ ବର୍ଷାରେ ବେହାଲ ରାଜଧାନୀ । । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକର କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହି ୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ସକ୍ରିୟ

Scroll to Top