ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଆଜି ବସିବ । ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜସ୍ବ,ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗ ଭଳି









