ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବରଷିବ
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ବାୟୁମଣ୍ଡଳ ଉପରି ଭାଗରେ ଜଳୀୟବାଷ୍ପ ଏବଂ ତାପମାତ୍ରା ଅଧିକ ରହିବା ହେତୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବାରିପଦା,









