odisha24 Live

Latest News

Latest News

Author name: RatnaManjari Mohanty

ରାଜ୍ୟ

ବନ୍ୟା ଅବସ୍ଥାକୁ ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରିଛନ୍ତି । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ବନ୍ୟା ପରିସ୍ଥିତିକୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି

ରାଜ୍ୟ

ଖୋଲିବ ଭିତରକନିକା

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ୩ ମାସ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ୨୦୨୬ ଅଗଷ୍ଟ ୧ (ଶନିବାର) ଠାରୁ ପୁଣିଥରେ ଖୋଲିଛି। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ଗୁପ୍ତି, ଖୋଳା ଘାଟ ସହିତ ଜାତୀୟ ଉଦ୍ୟାନ ମୁଖ୍ୟଦ୍ୱାର ନିକଟରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିରରକନିକା ଜାତୀୟ ଉଦ୍ୟାନ ଭିତରେ ପ୍ରବାହିତ ନଦୀ

ପାଣିପାଗ

ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର : ଦୁର୍ବଳ ହୋଇ “ଅବପାତ” ରେ ପରିଣତ ହେଲା “ଗଭୀର ଅବପାତ”। କମିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଫଳରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ତେବେ ଏହାପରେ ପୁଣି ବର୍ଷା ପରିମାଣ ବଢିବ ବୋଲି ପୂର୍ବାନୁମାନ କରାଯାଇଛି।

ଦେଶ, ସଂସ୍କୃତି

ସ୍ଥଗିତ ହେଲା ଅମରନାଥ ଯାତ୍ରା

ନୂଆଦିଲ୍ଲୀ : ଖରାପ ପାଗ ଯୋଗୁଁ ଅମରନାଥ ଯାତ୍ରା ଲଗାତାର ତୃତୀୟ ଦିନ ପାଇଁ ସ୍ଥଗିତ ରହିଛି। ରାଜପଥ ମରାମତି କାର୍ଯ୍ୟ ଜାରି ରହିଥିବାରୁ ଶ୍ରଦ୍ଧାଳୁଙ୍କ କୌଣସି ନୂଆ ଦଳକୁ କାଶ୍ମୀର ଉପତ୍ୟକା ଆଡ଼କୁ ଯିବାକୁ ଅନୁମତି ଦିଆଯାଇ ନାହିଁ । ଅନ୍ୟପକ୍ଷରେ, ଜମ୍ମୁରେ ପହଞ୍ଚୁଥିବା ଶ୍ରଦ୍ଧାଳୁଙ୍କ ସଂଖ୍ୟା କମିବା ପରେ ଶ୍ରୀ ଅମରନାଥଜୀ ଶ୍ରାଇନ୍ ବୋର୍ଡ ପକ୍ଷରୁ ପଞ୍ଜୀକରଣ ଓ ଟୋକନ୍ ବଣ୍ଟନ କେନ୍ଦ୍ରକୁ ତାୱି ରିଭରଫ୍ରଣ୍ଟରୁ ଭଗବତୀ ନଗର ବେସ୍ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଇଛି

ଦେଶ

Restive Jammu and Kashmir

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର କୁଲଗାମରେ ଶ୍ରମିକମାନଙ୍କ ଉପରେ ଆତଙ୍କୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଛତିଶଗଡ଼ର ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଏହି ଘଟଣାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ଦୁଃଖ ପ୍ରକାଶ କରି କହିଛନ୍ତି ଯେ, ସରକାର ପିଡୀତ ପରିବାର ସହିତ ଠିଆ ହୋଇଛି । ମିଳିଥିବା ସୂଚନାନୁଯାୟୀ ,ଶୁକ୍ରବାର ବିଳମ୍ବିତସନ୍ଧ୍ୟାରେ କୁଲଗାମର କେଲମରେ ଏକ ଇଟା ଭାଟିରେ କାମ କରୁଥିବା ଶ୍ରମିକମାନଙ୍କୁ ଆକ୍ରମଣକାରୀମାନେ ଟାର୍ଗେଟ କରି ଗୁଳି

ବିଦେଶ

Powerful fighter aircraft crashes

ଆମେରିକା : ଆମେରିକାକୁ ବଡ଼ ଝଟ୍‌କା। ଆମେରିକାର କାଲିଫର୍ନିଆରେ ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଲଢୁଆ ବିମାନ ଏଫ୍-୩୫-ବି ଦୁର୍ଘଟଣାଗ୍ରସ୍ତ ହୋଇଛି। ସାନ ଡିଏଗୋରମାରିନ କର୍ପସ ଏୟାର ଷ୍ଟେସନ ମିରାମରରେ ଆମେରିକା ମାରିନ କର୍ପସର ଏଫ-୩୫-ବି ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟି ଜଳି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ଆମେରିକୀୟ ଅଧିକଆରୀମାନେ ଦୁର୍ଘଟଣାକୁ ନିଶ୍ଚିତ କରିଛନ୍ତି ଏବଂ ଏହାକୁ ଏକ କ୍ଲାସ- ଏ ଦୁର୍ଘଟଣା ବୋଲି କୁହାଯାଇଛି । ଯାହା ଦୁର୍ଘଟଣାର ସବୁଠାରୁ ଗମ୍ଭୀର ବର୍ଗ

ବାଣିଜ୍ୟ

LPG gas price reduced

ନୂଆଦିଲ୍ଲୀ: ମାସର ଆରମ୍ଭରୁ ସାଧାରଣ ଜନତାଙ୍କ ପାଇଁ ଖୁସି ଖବର । ଲଗାତାର ଭାବେ ବଢିଲା ପରେ ଦେଶବାଶୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଦେଇଛି । ଦେଶର ସରକାରୀ ତେଲ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ ର ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୨୦୯ ଟଙ୍କା ଯାଏଁ ହ୍ରାସ କରିଛନ୍ତି । ଏହି ହ୍ରାସ ପରେ କୋଲକାତାରେ ଏହାର ମୂଲ୍ୟ ବର୍ତ୍ତମାନ ୨ ହଜାର ୮୭୨.୫୦ ଟଙ୍କା ହୋଇଛି । ଘରୋଇ ଗ୍ୟାସର ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ

ବାଣିଜ୍ୟ

ଅଗଷ୍ଟ ୧ରୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ: ଅଗଷ୍ଟ ୧ରୁ ସାଧାରଣ ଲୋକଙ୍କ ଉପରେ ପଡ଼ିବାକୁ ଯାଉଛି ମହଙ୍ଗା ମାଡ଼ । ରୋଷେଇ ଘରଠାରୁ ଆରମ୍ଭ କରି ଗ୍ୟାରେଜ ପର୍ୟ୍ୟନ୍ତ ବ୍ୟବହୃତ ଅନେକ ଜରୁରୀ ସାମଗ୍ରୀର ଦର ବୃଦ୍ଧି ପାଇବ । ଦୈନନ୍ଦିନ ବ୍ୟବହାରର ଏଫଏମସିଜି ସାମଗ୍ରୀ, ଇଲେକ୍ଟ୍ରୋନିକ୍ସ, ସ୍ମାର୍ଟଫୋନ୍, କାର୍ ଓ ପୋଷାକ ଭଳି ବିଭିନ୍ନ କ୍ଷେତ୍ରରେ କମ୍ପାନିଗୁଡ଼ିକ ପର୍ୟ୍ୟାୟକ୍ରମେ ମୂଲ୍ୟ ବଢ଼ାଇବାକୁ ଯୋଜନା କରିଛନ୍ତି ।ଚାହା, ଖାଇବା ତେଲ, ସାବୁନ, ଡିଟରଜେଣ୍ଟ ସମେତ ଦୈନନ୍ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ୬ରୁ ୮

ମନୋରଞ୍ଜନ

୬୭ତମ ଜନ୍ମଦିନ ପାଳନ କଲେ ସଞ୍ଜୟ

ମୁମ୍ବାଇ : ବଲିଉଡ ଇଣ୍ଡଷ୍ଟ୍ରିର ଭିଲିଆନ୍ ସଞ୍ଜୟ ଦତ୍ତ ଆଜି ତାଙ୍କର ୬୭ତମ ଜନ୍ମଦିନ ପାଳନ କରୁଛନ୍ତି । ସଞ୍ଜୟଙ୍କ ଜନ୍ମଦିନ ଅବସରରେ ତାଙ୍କ ପିଲାମାନେ ତ୍ରିଶାଳା, ଇକ୍ରା ଏବଂ ଶାହରାନ୍ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ବାପାଙ୍କ ପ୍ରତି ଥିବା ଭଲପାଇବା ପ୍ରକାଶ କରିଛନ୍ତି । ସଞ୍ଜୟଙ୍କୁ ଫ୍ୟାନ୍ସ ଏବଂ ଇଣ୍ଡଷ୍ଟ୍ରିର ଅନେକ ଷ୍ଟାର ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ।ସଞ୍ଜୟ ଦତ୍ତଙ୍କ ପୁଅ ଶାହରାନ୍ ଏକ ପୋଷ୍ଟ ସେୟାର କରିଥିବାର ଦେଖିବାକୁ ମିଳିଛି ।

କ୍ରୀଡା

ବଦଳିଲା ଭାରତୀୟହକି ଦଳର ପୋଷାକ

ନୂଆଦିଲ୍ଲୀ : ଏଫଆଇଏଚ୍ ହକି ବିଶ୍ବକପ୍ ୨୦୨୬ ପୂର୍ବରୁ ଭାରତୀୟ ଟିମ୍‌ର ଜର୍ସିକୁ ନେଇ ବଡ଼ ବିବାଦ ସୃଷ୍ଟି ହୋଇଛି। ଏହି ପଦକ୍ଷେପକୁ ନେଇ ଖେଳପ୍ରେମୀଙ୍କ ମଧ୍ୟରେ ଚର୍ଚ୍ଚା ବଢ଼ିଥିବା ବେଳେ ପୂର୍ବତନ ଭାରତୀୟ ଅଧିନାୟକ ଓ ଅଲିମ୍ପିଆନ୍ ବିରେନ୍ ରସ୍କୁଇନା ଖୋଲାଖୋଲି ଅସନ୍ତୋଷ ପ୍ରକାଶ କରିଛନ୍ତି । ବିରେନ୍ ରସ୍କୁଇନା କହିଛନ୍ତି, ଭାରତୀୟ ହକିର ପରିଚୟ ବର୍ଷ ବର୍ଷ ଧରି ନୀଳ ଜର୍ସି ସହ ଜଡ଼ିତ ରହିଛି । ତେଣୁ ବିଶ୍ୱକପ୍ ପରି ବଡ଼ ମଞ୍ଚ

Scroll to Top