ମୋଦୀଙ୍କ ଜନ୍ମଦିନରେ ବିଜେପିର ମେଗା ପ୍ରସ୍ତୁତି! ରାଜ୍ୟରେ ହେବ ବିଶାଳ ରକ୍ତଦାନ ଶିବିର
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସକୁ ବେଶ୍ ଧୁମଧାମରେ ପାଳନ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ପର୍ଯ୍ୟନ୍ତ ଦୀର୍ଘ ଗୋଟିଏ ମାସ ଧରି ସାରା ରାଜ୍ୟରେ ‘ସେବା ସଂକଳ୍ପ ଅଭିଯାନ’ ଆୟୋଜନ ହେବ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସୂଚନା ଅନୁଯାୟୀ, ରାଜ୍ୟ ବିଜେପି ସଭାପତି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରୁ […]









