କିଡ୍ନୀକୁ କିପରି ସୁସ୍ଥ ରଖିବେ
କିଡ୍ନୀ ରୋଗ ଲୋକଙ୍କ ଜୀବନଶୈଳୀ ଉପରେ ନିର୍ଭର କରିଥାଏ। ସାଧାରଣତଃ ଲୋକେ ଏହା ଉପରେ ଏତେ ଧ୍ୟାନ ଦେଇନଥାନ୍ତି। ରୋଗର ଲକ୍ଷଣ ଜାଣିବା ବେଳକୁ ବିଳମ୍ବ ହୋଇଯାଇଥାଏ। ଠିକ୍ ସମୟରେ ସ୍ୱାସ୍ଥ୍ୟ ପରୀକ୍ଷା ନ କଲେ ଓ କିଛିଟା ବଦଭ୍ୟାସ ଯେତେ ଶୀଘ୍ର ବଦଳାଇ ପାରିବେ ସେତେ ଭଲ। ଜାଣନ୍ତୁ ସେ ଅଭ୍ୟାସଗୁଡ଼ିକ କ’ଣ?ଶରୀର ପାଇଁ ନିଦ ସମ୍ପୂର୍ଣ୍ଣ ହେବା ଆବଶ୍ୟକ। କିଡ୍ନିର ପରିଚାଳନା ଆମ ଶରୀର ପାଇଁ ନିହାତି ଜରୁରୀ। ନିଦ ଠିକ୍ ଭାବରେ ହେଲେ […]









