ନଭେମ୍ବର ୨୪ରୁ ବାଲିଯାତ୍ରା
କଟକ : ନଭେମ୍ବର ୨୪ରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା । ଆସନ୍ତା ନଭେମ୍ବର ମାସ ୨୪ ତାରିଖୁ ଆରମ୍ଭ ହେବାକୁ ଯାଉଛି କଟକ ଐତିହାସିକ ବାଲିଯାତ୍ରା । ଯାହା ଡିସେମ୍ବର ୧ ଯାଏଁ ଚାଲିବ ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ବର୍ଷ ବାଲିଯାତ୍ରା ପୂର୍ବ ବର୍ଷ ଅପେକ୍ଷା ଭବ୍ୟ ହେବ । ଉଭୟ ତଳ ଓ ଉପର ପଡ଼ିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା […]









