ଇରାନ ଉପରେ ଆମେରିକାର ଚାପ
ୱାଶିଂଟନ: ଇରାନ ବିରୋଧରେ ଆମେରିକା ଏକ ବିଶାଳ ଏବଂ କଠୋର ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିବନ୍ଧକ ଅଭିଯାନ ଆରମ୍ଭ କରିଛି। ଆମେରିକା ସରକାର ବିଶ୍ୱର ସମସ୍ତ ଦେଶମାନଙ୍କୁ ଇରାନ ସହିତ ସମସ୍ତ ବାଣିଜ୍ୟ ସମ୍ପର୍କ ତୁରନ୍ତ ଶେଷ କରିବାକୁ କଠୋର ଚେତାବନୀ ଦେଇଛନ୍ତି। ୱାସିଂଟନ୍ ସମସ୍ତ ବାଣିଜ୍ୟିକ ଅଂଶୀଦାର ଏବଂ କମ୍ପାନିଗୁଡ଼ିକୁ ଇରାନ ସହିତ ସେମାନଙ୍କ ସମ୍ପର୍କ ସମାପ୍ତ କରିବା ପାଇଁ କଠୋର ସମୟସୀମା ଜାରି କରିଛି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆଦେଶ ପାଳନ ନକଲେ ଉଲ୍ଲଂଘନକାରୀ ଦେଶ […]









