ବଦଳିବ ପାଗର ମିଜାଜ
ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ପାଣିପାଗରେ ପୁଣିଥରେ ପରିବର୍ତ୍ତନ ଆସିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ କେବଳ ସ୍ଥଳଭାଗ ନୁହେଁ, ସମୁଦ୍ର ମଧ୍ୟ ଅଶାନ୍ତ ରହିବାର ଆଶଙ୍କା ରହିଛି । ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର […]









