ବର୍ଷାଦିନେ ପେଟ ସମସ୍ୟା ହେଉଛି କି ? ଆପଣାନ୍ତୁ ଏହି ଉପାୟ
ଚାଲିଛି ବର୍ଷା ଋତୁ । ବର୍ଷା ଦିନ ଆସିଲା ମାତ୍ରେ ଗରମରୁ ମୁକ୍ତି ମିଳିଯାଏ ସତ l କିନ୍ତୁ ବର୍ଷା ଦିନରେ ଅନେକ ରୋଗ ହେବାର ସମ୍ଭାବନା ରହିଥାଏ । ଜଳ ଜନିତ ସମସ୍ୟା ଟିକେ ଅଧିକ ଦେଖିବାକୁ ମିଳିଥାଏ । ତେଣୁ ଏହି ସମୟରେ ନିଜକୁ ସୁସ୍ଥ ରଖିବା ପାଇଁ ଅଧିକ ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ଜୀବନଶୈଳୀ ଠାରୁ ଆରମ୍ଭ କରି ଖାଦ୍ୟପେୟ ପ୍ରତିଟି ଜିନିଷ ପ୍ରତି ଧ୍ୟାନ ଦେବା ଉଚିତ । କାହିଁକି […]









