ଥରିଲା ଲଦାଖ ମାଟି
ଶ୍ରୀନଗର : ସକାଳୁ ସକାଳୁ ଲଦାଖର ଲେହରେ ଭୟଙ୍କର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ ।ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫ ମିନିଟରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ଏନଏସ ସି ପକ୍ଷରୁ ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ୧୦ କି.ମି ଗଭୀରତାରେ ଥିବା ଜଣାପଡିଛି । ସକାଳୁ ଲୋକମାନେ ଶୋଇଥିବା ସମୟରେ […]









