୪୮ ଘଣ୍ଟାରେ ପ୍ରବଳ ଛେଚିବ
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ଏନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ […]









