odisha24 Live

Latest News

Latest News

Author name: RatnaManjari Mohanty

ରାଜନୀତି

ମମତା ଗାଡ଼ିକୁ ପଥର ମାଡ଼

କୋଲକାତା : ପଶ୍ଚିମବଙ୍ଗର ହାଲିସହରଠାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପୁଲିସ ହାଜତ ମୃତ୍ୟୁର ଶିକାର ହୋଇଥିବା ଜଣେ ତୃଣମୂଳ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କ ଶୋକସନ୍ତପ୍ତ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରବଳ ଜନଆକ୍ରୋଶର ସାମ୍ନା କରିଛନ୍ତି । ସେଠାରେ ପହଞ୍ଚିବା କ୍ଷଣି ଉତ୍ତ୍ୟକ୍ତ ଲୋକେ ତାଙ୍କ ଗାଡ଼ିକୁ ଅଟକାଇ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ “ଚୋର” ନାରାବାଜି କରିଥିଲେ। ଏପରିକି ତାଙ୍କ କନଭୋୟ ଉପରକୁ ଇଟା, ପଥର, କାଦୁଅ […]

ସଂସ୍କୃତି

ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ବର: ଆଜି ଶ୍ରାବଣ ମାସର ଦ୍ବିତୀୟ ସୋମବାର । ଜଳାଭିଷେକ ଲାଗି ଶିବାଳୟରେ ରାତିରୁ ଲାଗିଛି କାଉଡ଼ିଆଙ୍କ ଧାଡ଼ି । ଶ୍ରୀଲିଙ୍ଗରାଜ, ଶ୍ରୀଲୋକନାଥ ପୀଠ ସମେତ ରାଜ୍ୟର ପ୍ରମୁଖ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ଏକାମ୍ର କ୍ଷେତ୍ରାଧିପତି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ରାତିରୁ ଲାଗିଛି କାଉଡିଆଙ୍କ ଲମ୍ବା ଧାଡ଼ି । ସେହିପରି ଭୋଗରାଇ ବାବା ଚନ୍ଦନେଶ୍ୱରଙ୍କ ପୀଠରେ ଜଳାଭିଷେକ କରୁଛନ୍ତି ଲକ୍ଷାଧିକ କାଉଡ଼ିଆ । ଭୋର ୪ ଟାରୁ ବାବାଙ୍କ ଦ୍ୱାରଫିଟା ନୀତିକାନ୍ତି ପରେ

ଶିକ୍ଷା ଓ ନିଯୁକ୍ତି

ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ

ଭୁବନେଶ୍ୱର : ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଭାବେ ଚୟନିତ ପ୍ରାର୍ଥୀମାନେ ଏହି ନିଯୁକ୍ତି ପତ୍ର ପାଇଛନ୍ତି। ମୋଟ ୯ଟି ବିଭାଗରେ ଚୟନିତ ପ୍ରାର୍ଥୀମାନଙ୍କୁ ଏହି ଅବସରରେ ନିଯୁକ୍ତି ପତ୍ର ଦିଆଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ

ଅପରାଧ

କଣ୍ଟେନରରୁ ଗଞ୍ଜେଇ ଜବତ

ସୁବଳୟା:ସୁବର୍ଣ୍ଣପୁର ପୋଲିସକୁ ଏକ ବଡ ସଫଳତା ମିଳିଛି। ୧୨.୫ କ୍ୱିଣ୍ଟାଲରୁ ଅଧିକ ବେଆଇନ ଗଞ୍ଜେଇ ଜବତ ହୋଇଛି। ।ଖୋଲା ବଜାରରେ ପ୍ରାୟ ୧୩ କୋଟି ମୂଲ୍ୟର ଏହି ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ସୋନପୁର ଜିଲ୍ଲାର ସୁବଳୟା ଥାନା ସୀମାରେ ଏକ ଟ୍ରକରୁ ଜବତ କରାଯାଇଛି।ସୂଚନାମୁତାବକ, କଦଳିଗଡ଼ ପଟରୁ ଏକ କଣ୍ଟେନରରେ ବେଆଇନ ଭାବେ ଚାଲାଣ ହେଉଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ସ୍ପେଶାଲ ପୋଲିସ ଟିମ୍। ସୁବଳୟା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ

ରାଜ୍ୟ

ଆଇପିଏସ୍ ସ୍ତର ଅଦଳ ବଦଳ

ଭୁବନେଶ୍ୱର : ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୱନ୍ତ କୁମାର ଜେଠୱାଙ୍କୁ ପୋଲିସ୍ ମହାନିର୍ଦ୍ଦେଶକ (ଡିଜି) ପାହ୍ୟାକୁ ପଦୋନ୍ନତି ମିଳିଛି । ଏଡିଜି ରୁ ଡିଜି ପାହ୍ୟାକୁ ପଦୋନ୍ନତି । ଉଭୟ ଅଧିକାରୀଙ୍କ ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି ।ରାଜ୍ୟର ନୂଆ ପୁଲିସ ମହାନିର୍ଦ୍ଦେଶକ ବା ଡିଜିପି କିଏ ହେବେ, ତାକୁ ନେଇ ଚର୍ଚ୍ଚା ଚାଲିଛି। ବର୍ତ୍ତମାନର ଡିଜିପି ୱାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଆସନ୍ତା ୧୬ ତାରିଖରେ ଶେଷ ହେବ।

ଶିକ୍ଷା ଓ ନିଯୁକ୍ତି

ଏସ୍‌ସିବି ଓଡ଼ିଶାରେ ଏକ ନମ୍ବର

ଭୁବନେଶ୍ୱର : ଓଡ଼ିଶାର ତିନୋଟି ସରକାରୀ ମେଡିକାଲ କଲେଜ ଇଣ୍ଡିଆନ୍ ଇନଷ୍ଟିଚ୍ୟୁସନାଲ୍ ରାଙ୍କିଂ ଫ୍ରେମୱାର୍କ (ଆଇଆଇଆରଏଫ) ୨୦୨୬ ରାଙ୍କିଂରେ ସ୍ଥାନ ପାଇଛି। ଏହି ରାଙ୍କିଙ୍ଗରେ କଟକର ଏସସିବି ଭେଷଜ ମହାବିଦ୍ୟାଳୟ ୧୫ତମ ସ୍ଥାନ, ବୁର୍ଲା ଭିମ୍‌ସାର ୬୪ତମ ସ୍ଥାନ ଏବଂ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ୭୪ତମ ସ୍ଥାନ ହାସଲ କରିଛି। ସେହିପରି, ଭୁବନେଶ୍ବର ଏମ୍ସ ୧୬ ତମ ସ୍ଥାନରେ ରହିଛି। ଅର୍ଥାତ୍‌ ଓଡ଼ିଶାରେ ଏସ୍‌ସିବି ଏକ ନମ୍ବରରେ ଅଛି। ପ୍ରଥମଥର ପାଇଁ ଓଡ଼ିଶାର ଏକ ସରକାରୀ ଭେଷଜ ମହାବିଦ୍ୟାଳୟ

ରାଜ୍ୟ

ଚାଷୀଙ୍କୁ ମିଳିବ ସ୍ୱତନ୍ତ୍ର ପରିଚୟ ପତ୍ର

ଭୁବନେଶ୍ୱର: ରାଜ୍ୟର ଚାଷୀମାନଙ୍କ ପାଇଁ ଆସିଛି। ଖୁସି ଖବର ଆଧାର କାର୍ଡ ଭଳି ଚାଷୀଙ୍କୁ ମିଳିବ ସ୍ୱତନ୍ତ୍ର ପରିଚୟ ପତ୍ର । ସମବାୟ ସଂସ୍ଥାରେ ଚାଷୀଙ୍କ ପାଇଁ ହେବ ‘ଏଗ୍ରିଷ୍ଟାକ୍ ଆଇଡି’ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏହି ପ୍ରକ୍ରିୟାକୁ ସଫଳ କରିବା ପାଇଁ କୃଷି, ରାଜସ୍ୱ ଓ ସମବାୟ ବିଭାଗର ଅଧିକାରୀମାନେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ଆୟୋଜିତ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକରେ କୃଷି, ସମବାୟ, ରାଜସ୍ୱ ଓ

ରାଜ୍ୟ

ଖୁବଶୀଘ୍ର ଭିତରକନିକାରେ ଚାଲିବ ଇଭି ବୋଟ

ରାଜନଗର : ଭିତରକନିକା ଆରମ୍ଭ ହେବାକୁ ଯାଉଛି ପାଇଲଟ୍ ପ୍ରୋଜେକ୍ଟ । ନଦୀରେ ଖୁବଶୀଘ୍ର ଚାଲିବ EV ବୋଟ୍ । ପ୍ରଥମ ପର୍ଯ୍ୟାୟରେ ୫କୋଟି ଟଙ୍କା ବ୍ୟୟ କରାଯାଇ ୫ଟି ବୋଟ୍ ଚଳାଇବାକୁ ଯାଉଛନ୍ତି ସରକାର । ଏନେଇ ଭିତରକନିକା ନଦୀରେ ଚଲାଉଥିବା ବୋଟ୍ ମାଲିକ, ଜିଲ୍ଲାପାଳ, ଡିଏଫଓ ଏବଂ ବିଧାୟକଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୁପ୍ତି ,ଖୋଳା, ଡାଙ୍ଗମାଳ, ଚାନ୍ଦବାଲି ନଦୀ ପ୍ରବେଶ ପଥ ଦେଇ ପର୍ଯ୍ୟଟକଙ୍କୁ ନଦୀ ନାଳରେ ବୁଲେଇବା ପାଇଁ

ଦେଶ

ପ୍ରଳୟ ବନ୍ୟାରେ ହାହାକାର: ଆସାମ

ଗୌହାଟି: ଲଗାଣ ବର୍ଷା ଯୋଗୁଁ ଆସାମରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ପରିସ୍ଥିତି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତି ବନ୍ୟା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଚରାଇଦେଓ, ଦାରାଙ୍ଗ, ଗୋଲାଘାଟ, ଜୋରହାଟ,

ଦେଶ

ବିମାନ ଦୁର୍ଘଟଣା

ପୁଣେ : ମହାରାଷ୍ଟ୍ର ପୁଣେ ବାରାମତୀରୁ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି । ପୁଣେ ସ୍ଥିତ ବାରାମତିରେ ଏକ ଘରୋଇ କମ୍ପାନୀର ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି ।ମିଳିଥିବା ସୂଚନା ଅନୁସାରେ, ରବିବାର ଦିନ ୧୨.୩୫ ମିନିଟ୍‌ ସମୟରେ ବାରାମତି ଏୟାରପୋର୍ଟ ପରିସର ରନୱେ ଠାରୁ ଦୂରରେ ଏହି ଦୁର୍ଘଟଣା ଘଟିଥିଲା । କ୍ରାସ ଲାଣ୍ଡିଂ ଯୋଗୁଁ ଏୟାରକ୍ରାଫ୍ଟଟି କ୍ଷତିଗ୍ରସ୍ତ ହୋଇଛି । ସ୍ଥାନୀୟ ପୋଲିସର ସୂଚନା ଅନୁସାରେ, କାର୍ବର ଆଭିଏସନର ଏୟାରକ୍ରାଫ୍ଟ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା

Scroll to Top