odisha24 Live

Latest News

Latest News

Author name: RatnaManjari Mohanty

ଅପରାଧ

ରାଜଧାନୀରେ ଗୁଳିମାଡ଼

ରାଜଧାନୀରେ ଫୁଟିଲା ଗୁଳି । ପାର୍ବଣ ଋତୁରେ ଘାଟିକିଆ ଅଞ୍ଚଳରେ ଗୁଳିକାଣ୍ଡକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି । ଏକ ଫେସବୁକ୍ ଲାଇଭ୍କୁ କେନ୍ଦ୍ର କରି ଦୁଇ ପକ୍ଷ ମଧ୍ୟରେ ଗଣ୍ଡଗୋଳ ହେବା ସହ ୨ ରାଉଣ୍ଡ ବ୍ଲାଙ୍କ ଫାୟାରିଂ ହୋଇଥିବା ସୂଚନା ମିଳିଛି । ମାଡ଼ପିଟ ଓ ମରଣାନ୍ତକ ଆକ୍ରମଣରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ସିସିଟିଭି ଯାଞ୍ଚ କରିବା […]

କ୍ରୀଡା

ଆରମ୍ଭ ହେଲା ଓଡ଼ିଶା ଟି-୨୦ ଲିଗ୍

କଟକ: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। କଟକର ଐତିହାସିକ ବାରବାଟୀ ଷ୍ଟାଡିଅମଠାରେ ‘ଓଡ଼ିଶା ଟି-୨୦ ଲିଗ୍ ସିଏମ୍ ଟ୍ରଫି ୨୦୨୬’ର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଟ୍ରଫିରେ ଫୁଟବଲ, ଖୋ-ଖୋ, କବାଡ଼ି ଓ ଭଲିବଲ ପରେ ଏବେ କ୍ରିକେଟ୍ ପଞ୍ଚମ କ୍ରୀଡ଼ା ଭାବେ ସାମିଲ ହୋଇଛି, ଯାହା ଆମ ୩୦ଟି ଜିଲ୍ଲାରେ ଥିବା ଗ୍ରାମୀଣ କ୍ରିକେଟ୍ ପ୍ରତିଭାଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କୁ ନିଜ ଦକ୍ଷତା ପ୍ରଦର୍ଶନର ଏକ ନୂଆ ଓ ବଡ଼

ରାଜ୍ୟ

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଓଏସଆରଟିସିର ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ ଅନ୍ତର୍ଗତ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତୀର୍ଥଯାତ୍ରାର ଶୁଭାରମ୍ଭ ହୋଇଯାଇଛି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା, ମହିଳା ଓ ଶିଶୁ ବିକାଶ,ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଭାସୀ ମାଧ୍ୟମରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ୯୧୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ପୁରୀ ଧାମ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଉଦ୍‌ଘାଟନୀ ଅଭିଭାଷଣରେ

ଦେଶ

ଆଡଭାନୀ, ଜୟଶଙ୍କରଙ୍କୁ ଏସଆଇଆର୍ ନୋଟିସ୍‌!

ନୂଆଦିଲ୍ଲୀ : ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ, ବିଦେଶ ମନ୍ତ୍ରୀ ଏସ.ଜୟଶଙ୍କର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସମେତ ଅନେକ ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ ମିଳିବା ଘଟଣା ଏବେ ସାରା ଦେଶରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି । ଅଧୁନା ରାଜଧାନୀ ଦିଲ୍ଲୀରେ ଚାଲିଥିବା ସ୍ପେଶାଲ ଇଂନ୍‌ଟେନସିଭ୍ ରଭିଜନ(ଏସଆଇଆର) ଅଧୀନରେ ଭୋଟର ତାଲିକାରେ ସଂଶୋଧନ ପାଇଁ ଏହି ନୋଟିସ ଜାରି କରାଯାଇଛି । ତେବେ ଏହି ନୋଟିସ ଜାରି ହେବା ଦ୍ୱାରା ତାଲିକାର ନାଁ କଟିବନି, ବରଂ

ରାଜନୀତି

ଆରମ୍ଭ ହେବ ମୌସୁମୀ ଅଧିବେଶନ : ଚାଲିଛି ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ ।ମୁହାଁମୁହିଁ ହେବେ ସରକାର-ବିରୋଧୀ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଲା ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟ,ଉପ ମୁଖ୍ୟ

ଶିକ୍ଷା ଓ ନିଯୁକ୍ତି

ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ : ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ ନିଯୁକ୍ତି ପ୍ରକ୍ରିୟାକୁ ୩୦%ରୁ ଅଧିକ ବୃଦ୍ଧି କରିଛନ୍ତି। ଗତ ଅଗଷ୍ଟରେ ଫାଇନାନ୍ସ, ବିଏଫ୍‌ଏସ୍‌ଆଇ, ଏଫଏମ୍‌ସିଜି, ଇଞ୍ଜିନିୟରିଂ, ଆଇଟି, ମାନୁଫାକ୍ଚରିଂ, ଟେଲିକମ୍‌ ଏବଂ ରିଟେଲ/ଇ-କମର୍ସ ଭଳି ବିଭିନ୍ନ କ୍ଷେତ୍ରର ୧,୭୨୯ ଜଣ ନିଯୁକ୍ତିଦାତାଙ୍କୁ ନେଇ କରାଯାଇଥିବା ସର୍ଭେରୁ ଏହି ତଥ୍ୟ ସାମ୍ନାକୁ ଆସିଛି।ରିପୋର୍ଟ ମୁତାବକ, ଛୋଟ ସହରଗୁଡ଼ିକରେ ପ୍ରତିଭାବାନ କର୍ମଚାରୀଙ୍କ ସଂଖ୍ୟା

ଦେଶ

ଅକ୍ଟୋବର ୧ ମିଳିବନି ରନ୍ଧନ ଗ୍ୟାସ

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଘରୋଇ ଏଲ୍‌ପିଜି ସିଲିଣ୍ଡର ଯୋଗାଣ ନିୟମରେ ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ପରିବର୍ତ୍ତିତ ନିୟମ ଅକ୍ଟୋବର ୧ରୁ କାର୍ଯ୍ୟକାରୀ କରାଯିବ। ଏହି ନିୟମ ଅନୁଯାୟୀ ସବସିଡିଯୁକ୍ତ ବା ରିଆତି ମୂଲ୍ୟରେ ଘରୋଇ ରନ୍ଧନ ଗ୍ୟାସ (୧୪.୨ କିଗ୍ରା) ପାଇବା ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଯେଉଁ ଗ୍ରାହକମାନେ ଇ-କେୱାଇସି ପ୍ରକ୍ରିୟା ଶେଷ କରିନାହାନ୍ତି କିମ୍ବା କରିବାକୁ ଚାହୁଁନାହାନ୍ତି, ସେମାନଙ୍କୁ ଆଉ

ଦେଶ

ଆଗର ମାଲୱା ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାର ନାଲଖେଡାରେ ମା’ ବଗଳାମୁଖୀ ମନ୍ଦିର ନିକଟରେ ବର୍ଷା ଯୋଗୁଁଁ ଏକ କାର ନଦୀରେ ଭାସିଯିବାରୁ ଆଠ ଜଣଙ୍କର ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର

ବିଦେଶ

ଆଫଗାନିସ୍ତାନରେ ପାକ୍ ବାୟୁସେନାର ଆକ୍ରମଣ: ସୀମା ଡେଇଁ ଆଫଗାନ ଭୂମିରେ ବୋମା ବର୍ଷା

ପାକିସ୍ତାନ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସଙ୍ଘର୍ଷ ଉଗ୍ର ରୂପ ଧାରଣ କରିଛି । ରବିବାର ରାତିରେ ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ପୂର୍ବ ପ୍ରାନ୍ତରେ ଏୟାରଷ୍ଟ୍ରାଇକ୍ କରିଛି । କୁନାର ପ୍ରାନ୍ତରେ ପାକ୍ ଆକ୍ରମଣ କରିଥିବା ଜଣା ପଡିଛି । ଏଥିରେ ଅନେକ ସାଧାରଣ ନାଗରିକ ମୃତାହତ ହୋଇଛନ୍ତି । ରିପୋର୍ଟ ଅନୁସାରେ, ରବିବାର ରାତିରେ ପାକ୍ ବାୟୁସେନା ଆଫଗାନ୍ ସୀମାରେ ପ୍ରବେଶ କରିଥିଲା । ଏହାପରେ ବୋମାମାଡ଼ କରିଥିଲା । ଲୋକେ ଘରେ ଥିବା

ବିଦେଶ

ଟ୍ରମ୍ପର ଇରାନକୁ ଧମକ

ଓ୍ବାଶିଂଟନ : ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଟ୍ରମ୍ପ ଇରାନକୁ ମାନଚିତ୍ରରୁ ପୋଛି ଦେବାକୁ ଧମକ ଦେଇଥିବା ବେଳେ ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ସଚିବ ମୋହସେନ ରେଜାଇ ଆମେରିକାକୁ ଏକ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ରେଜାଇ ହେଉଛନ୍ତି ସର୍ବୋଚ୍ଚ ନେତାଙ୍କ ଜଣେ ନିକଟତର ସହଯୋଗୀ ଏବଂ ତାଙ୍କର ଚ୍ୟାଲେଞ୍ଜକୁ ସିଧାସଳଖ ଖାମେନିଙ୍କ ସହିତ ଯୋଡାଯାଉଛି। ସେ କହିଛନ୍ତି ଯେ ଇରାନ,

Scroll to Top