ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ୱ
ଭୁବନେଶ୍ୱର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । କହିଛନ୍ତି, ସରକାର ଅନୁଧ୍ୟାନ କରିବେ । ଏବାବଦରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି । ଯଦି କିଛି ସମସ୍ୟା ହେବ ତାହାକୁ ସମାଧାନ କରାଯିବ ।୨୦୧୮ ମସିହାରେ ସାମ୍ବାଦିକଙ୍କ ପାଇଁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆରମ୍ଭ ହୋଇଥିଲା । ପୂର୍ବରୁ ଦୁଇ ଲକ୍ଷର […]









