ଶ୍ରୀଲଙ୍କା ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
ମୁମ୍ବାଇ : ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଘୋଷଣା ହେଲା ଭାରତୀୟ ଦଳ।ଏହି ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଟିମ୍ ଭାରତୀୟ ଦଳ ଘୋଷଣା କରିଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ୱାଶିଂଟନ ସୁନ୍ଦର ପ୍ରଥମ ଟେଷ୍ଟ ପାଇଁ ଚୟନ ନିମନ୍ତେ ଉପଲବ୍ଧ ନଥିଲେ। ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଚୟନ କରାଯାଇଛି। ଏଥିରେ ୨ ଜଣ ଖେଳାଳିଙ୍କ ଖେଳିବା ତାଙ୍କ ଫିଟନେସ୍ ରିପୋର୍ଟ ଉପରେ ନିର୍ଭର କରିବ।କେଏଲ୍ ରାହୁଲଙ୍କୁ ଉପଅଧିନାୟକ କରାଯାଇଛି। […]



