odisha24 Live

Latest News

Latest News

Author name: RatnaManjari Mohanty

ବିଦେଶ

ଥରିଲା ଜାପାନ ସହର

ଜାପାନ : ଜାପାନ : ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଜାପାନର ଦକ୍ଷିଣ ଅଞ୍ଚଳ କ୍ୟୁଶୁରେ ଆଜି ୭.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର କେନ୍ଦ୍ରସ୍ଥଳ କୁମାମୋଟୋ ପ୍ରିଫେକ୍ଚର ନିକଟରେ ଥିଲା। ଜାପାନ ପାଣିପାଗ ସଂସ୍ଥା ଦ୍ୱାରା ଏହି ସୂଚନା ପ୍ରକାଶ କରାଯାଇଛି । ବର୍ତ୍ତମାନ ଏହି ଭୂକମ୍ପ ଯୋଗୁଁ କ୍ଷୟକ୍ଷତି କିମ୍ବା ମୃତାହତର କୌଣସି ସୂଚନା ମିଳିନାହିଁ । କ୍ରମାଗତ ଭୂମିକମ୍ପ ଯୋଗୁଁ ମାଟି ଅତଡ଼ା ଖସିବାର ଆଶଙ୍କା ବୃଦ୍ଧି […]

ପାଣିପାଗ, ରାଜ୍ୟ

୩ ରାଜ୍ୟରେ ଭୀଷଣ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା। ଦୀଘା ଠାରୁ ୭୦, ବାଲେଶ୍ୱର ଠାରୁ ୧୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଗଭୀର ଅବପାତ। ଏବେ ଏହା ପଶ୍ଚିମ-ପଶ୍ଚିମପୂର୍ବ ଦିଗକୁ ଗତି କରୁଛି। ଅପରାହ୍ନ ବେଳକୁ ଏହା ବାଲେଶ୍ୱର ମଧ୍ୟରେ ଅତିକ୍ରମ କରିବ। ଯାହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା

Scroll to Top