odisha24 Live

Latest News

Latest News

Author name: RatnaManjari Mohanty

ରାଜ୍ୟ

ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାର ବଡ଼ ପ୍ରସ୍ତୁତି: ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ସଫଳ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି । ଏହି ଦୁଇଦିନ ମଧ୍ୟରେ ଗତକାଲି ସେମିକନ୍ ଇଣ୍ଡିଆ ୨୦୨୬ ସମ୍ମିଳନୀରେ ଯୋଗ ଦେଇଥିଲେ ଏବଂ ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବିକଶିତ ଭାରତର ଲକ୍ଷ୍ୟ ପୂରଣ ପାଇଁ ଆୟୋଜିତ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ଲିନ୍‌ ଏନର୍ଜି ବା ସ୍ବଚ୍ଛ ଶକ୍ତି

ପାଣିପାଗ

ସୃଷ୍ଟିହେଲା ଲଘୁଚାପ ! ଆସୁଛି ବାତ୍ୟା

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟିହେଲା ଲଘୁଚାପ। ଉତ୍ତର ଆଣ୍ଡାମାନ ସାଗର ଓ ତାର ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରର ରୂପ ନେଇଛି ଘୂର୍ଣ୍ଣିବଳୟ। ଗତକାଲି ସନ୍ଧ୍ୟାରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଲଘୁଚାପ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହେବ। ୨୧ରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବ। ପରେ ୨୨ରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ହେବା ସମ୍ଭାବନା ରହିଛି।

ବାସ୍ତୁ ଓ ରାଶିଫଳ

ଆଜିର ରାଶିଫଳ

ମେଷ ରାଶି : ସହକର୍ମୀଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଏବଂ ଅଟକି ରହିଥିବା କାର୍ଯ୍ୟ ସଫଳତାର ସହ ସମ୍ପନ୍ନ ହେବ।ନୂତନ ଆୟର ପନ୍ଥା ଖୋଲିବ, କିନ୍ତୁ ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଶାରୀରିକ ଏବଂ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିବେ।ବୃଷ ରାଶି : ବ୍ୟବସାୟରେ ଭଲ ଲାଭ ମିଳିବ। ଚାକିରିଆମାନଙ୍କୁ ନୂଆ ଦାୟିତ୍ୱ ମିଳିପାରେ। ପରିବାରରେ ହସଖୁସିର ମାହୋଲ ରହିବ ଏବଂ ବନ୍ଧୁମିଳନର ଯୋଗ ରହିଛି। ଗାଡ଼ି ଚଳାଇବା ସମୟରେ ସାବଧାନ ରୁହନ୍ତୁ।ମିଥୁନ ରାଶิ

ରାଜ୍ୟ

ସ୍କ୍ରବ୍ ଟାଇଫସକୁ ନେଇ ଏଭଳି କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଜିଲ୍ଲାରେ ୮୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାର ୬ ଶହ ଲୋକଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି । ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢିବ ବୋଲି ଆଶଙ୍କା କରାଯାଉଛି । ଏନେଇ ସ୍ଵାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ, ସ୍କ୍ରବ୍ ଟାଇଫସ୍ ପାଇଁ ସ୍ୱତନ୍ତ୍ର ଗାଇଡ

ମନୋରଞ୍ଜନ

ବକ୍ସ ଅଫିସରେ ଧମାଲ କଲା “ହନୁମାନ ଅଂଶ “

ମୁମ୍ବାଇ : ଭାରତୀୟ ସିନେମାରେ ପୌରାଣିକ କାହାଣୀକୁ ଆଧାର କରି ନିର୍ମିତ ଫିଲ୍ମ ‘ହନୁମାନ ଅଂଶ’ ଦର୍ଶକଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚା ଓ ଭଲ ପାଇବା ସାଉଁଟିଛି । ୧.୭୫ କୋଟିର ସୀମିତ ବଜେଟ୍ରେ ତିଆରି ହୋଇଥିବା ଏହି ଫିଲ୍ମ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିବା ସହ ନିର୍ମାତାଙ୍କୁ ବଡ଼ ଆୟ ଦେଇଥିବା ଖବର ସାମ୍ନାକୁ ଆସିଥିଲା। ଏହି ଫିଲ୍ମଟିକୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚା ହେଉଛି ଏହାର ନିବେଶକୁ ନେଇ। ରିପୋର୍ଟ ଅନୁସାରେ, ତିନିଜଣ

ରାଜନୀତି

ପ୍ରକଳ୍ପରେ ବିଳମ୍ବ ନେଇ ସାଂସଦ ଓ ବିଧାୟକଙ୍କ ଚିଠି: ପୂର୍ତ୍ତମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର : ପ୍ରକଳ୍ପରେ ବିଳମ୍ବ ଓ ମାନକୁ ନେଇ ସାଂସଦ ଓ ବିଧାୟକ ଚିଠି ଲେଖିବା ପରେ ମନ୍ତ୍ରୀ ଡାକିଲେ ବଡ ବୈଠକ। ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଚାଲିଛି ବୈଠକ। ପୂର୍ବରୁ ଏ ନେଇ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲା। ଆଜି ବୈଠକ ବସିଥିବା ବେଳେ ଏଥିରେ ପୂର୍ତ୍ତ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି। ସରକାରୀ ପ୍ରକଳ୍ପରେ ବିଳମ୍ବ, ତଦାରଖର ଅଭାବ ଏବଂ ମାନକୁ ନେଇ କିଛି

ରାଜ୍ୟ

ଶ୍ରୀମନ୍ଦିରରେ ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

ପୁରୀ : ପୁରୀ: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ପର୍ବ ପାଳିତ ହେବ । ଏହି ଅବସରରେ ଶ୍ରୀସୁଦର୍ଶନ ଦେବ ନଗର ପରିକ୍ରମା କରିବା ସହ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ୪ ଆଶ୍ରମକୁ ବିଜେ କରିବେ । ମଧ୍ୟାହ୍ନ ଧୂପ ଶେଷ ପରେ ସ୍ୱତନ୍ତ୍ର ନୀତି ଆରମ୍ଭ ହେବ । ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ଶ୍ରୀସୁଦର୍ଶନଙ୍କୁ ଦେବେ । ଦଇତାପତିମାନେ ଶ୍ରୀସୁଦର୍ଶନଙ୍କୁ ଜଗମୋହନସ୍ଥିତ ଚଉଦୋଳରେ ବିଜେ କରାଇବେ । ଠାକୁରେ ପାଟପତନୀ ସୁନା ହରଡ଼ମାଳ ଓ ଚୂଳ

ରାଜ୍ୟ

ପଦୋନ୍ନତି ପାଇଥିବା ୧୪ ଆଇଏଏସ୍‌ଙ୍କୁ ରାଜ୍ୟ ସରକାରଙ୍କ ନୂଆ ନିଯୁକ୍ତି

ଭୁବନେଶ୍ବର: ନିକଟରେ OASରୁ IASକୁ ପଦୋନ୍ନତି ପାଇଥିବା ଅଧିକାରୀଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ୧୪ ଜଣ ପଦୋନ୍ନତି ପାଇଥିବା ଅଧିକାରୀଙ୍କୁ ବିଭିନ୍ନ ବିଭାଗରେ ଗୁରୁତ୍ୱପୂର୍ଣ୍ଣ ପଦରେ ଅବସ୍ଥାପିତ କରାଯାଇଛି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଦେବାଶିଷ ସିଂଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ୧୪ ଜଣ OAS ଅଧିକାରୀଙ୍କୁ ସରକାର ଗ୍ରେଡ ପଦୋନ୍ନତି ଦେଇଛନ୍ତି ।ସାଧାରଣ ପ୍ରଶାସନ

କ୍ରୀଡା

ବାପାଙ୍କ ପରେ ପୁଅଙ୍କ ଜଲୱା

ବାପାଙ୍କ ପରେ ପୁଅଙ୍କ ଜଲୱା ଶିରୋନାମାଟି ବର୍ତ୍ତମାନ ଭାରତୀୟ କ୍ରିକେଟ୍ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ଦ୍ରାବିଡଙ୍କ ପୁଅଙ୍କ ବିସ୍ଫୋରକ ବ୍ୟାଟିଂ, ଡେବ୍ୟୁରେ ଚମକିଲେ ସେହ୍ୱାଗଙ୍କ ପୁଅ । ୧୮ ବଲରେ ଅନ୍ୱୟ ଦ୍ରାବିଡଙ୍କ ୩୮ ରନ୍ । ଡେବ୍ୟୁରେ ଆର୍ଯ୍ୟବୀର ସେହ୍ୱାଗଙ୍କ ଦମଦାର ବ୍ୟାଟିଂ । ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ରାହୁଲ ଦ୍ରାବିଡ୍ ଓ ବୀରେନ୍ଦ୍ର ସେହ୍ୱାଗଙ୍କ ପରେ ଏବେ ତାଙ୍କ ପୁଅମାନେ ଭାରତୀୟ ଜର୍ସିରେ ନିଜ ଛାପ ଛାଡ଼ିଛନ୍ତି । ରାଜକୋଟର

ଜୀବନଶୈଳୀ

ମନ୍ଦାର ଫୁଲର ଅନେକ ଫାଇଦା

ମନ୍ଦାର ଫୁଲ କେବଳ ପୂଜା ଅର୍ଚ୍ଚନା ପାଇଁ ନୁହେଁ, ବରଂ ଏହାର ଅନେକ ଔଷଧୀୟ ଗୁଣ ଓ ସ୍ୱାସ୍ଥ୍ୟଗତ ଫାଇଦା ମଧ୍ୟ ରହିଛି । ଏହା ଆମ କେଶ, ତ୍ୱଚା ଏବଂ ସମଗ୍ର ଶରୀରକୁ ସୁସ୍ଥ ରଖିବାରେ ଏକ ମହୌଷଧି ଭଳି କାମ କରିଥାଏ ।୧. କେଶର ସୌନ୍ଦର୍ଯ୍ୟ ପାଇଁଚୁଟି ଝଡ଼ିବା ରୋକେ: ମନ୍ଦାର ପତ୍ର ଏବଂ ଫୁଲର ରସକୁ ନଡ଼ିଆ ତେଲରେ ଗରମ କରି ଲଗାଇବା ଦ୍ୱାରା ଚୁଟି ଝଡ଼ିବା ବନ୍ଦ ହୋଇଥାଏ ।ଚୁଟିକୁ ଚମକଦାର

Scroll to Top