ପାର୍ବଣ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଭେଟି!
ନୂଆଦିଲ୍ଲୀ : ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଆଶ୍ୱସ୍ତିକର ଘୋଷଣା କରି ମହଙ୍ଗା ଭତ୍ତା ୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଏବଂ କର୍ମଚାରୀ ତଥା ପେନସନଭୋଗୀ ସଂଗଠନର ପ୍ରତିନିଧିମାନଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ମନ୍ତ୍ରୀ ଅମନ ଅରୋରା ଓ ବଲଜିତ କୌର,








