ଆରମ୍ଭ ହେଲା ‘ସେବା ସଂକଳ୍ପ ଅଭିଯାନ’:ମେଗା ରକ୍ତଦାନ ଶିବିର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିସହ ମୋଦୀଙ୍କ ଜନସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପାଳନ କରାଯାଉଛି। ଏହି ଅବସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍ଘାଟନ କରିଛନ୍ତି।ଆଜି ଏହି ଶିବିରରୁ ୬,୫୦୦ ୟୁନିଟ୍ରୁ ଅଧିକ ରକ୍ତ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର









