ବଢ଼ିଛି ପେଟ୍ରୋଲ କମିଛି ଡିଜେଲ
ଭୁବନେଶ୍ୱର : ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୩.୬୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୦୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୨୧ ପଇସା ହୋଇଥିବା ବେଳେ









