odisha24 Live

Latest News

Latest News

ଅପରାଧ

ଅପରାଧ

ପଞ୍ଜାବରେ ସୁରକ୍ଷାକୁ ନେଇ ଚିନ୍ତା

ନୂଆଦିଲ୍ଲୀ : ସ୍ୱାଧୀନତା ଦିବସ ପୂର୍ବରୁ ପଞ୍ଜାବରେ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି । ଗୁଇନ୍ଦା ସୂଚନା ଆଧାରରେ ରାଜ୍ୟକୁ ହାଇ ଆଲର୍ଟରେ ରଖାଯାଇଛି । ଅଗଷ୍ଟ ୧୫ ଅବସରରେ ଖଲିସ୍ତାନ ସମର୍ଥକ ଗୋଷ୍ଠୀ ଅଶାନ୍ତି ସୃଷ୍ଟି କିମ୍ବା ଆକ୍ରମଣ ଉଦ୍ୟମ କରିପାରନ୍ତି ବୋଲି ସୁରକ୍ଷା ଏଜେନ୍ସିଗୁଡ଼ିକ ସତର୍କ କରିଛନ୍ତି । ସୂଚନା ଅନୁସାରେ, ପଞ୍ଜାବର ବିଭିନ୍ନ ସ୍ଥାନରେ ସନ୍ଦିଗ୍ଧ ଗତିବିଧି ଉପରେ ନଜର ରଖାଯାଉଛି ।ନିଷିଦ୍ଧ ଖଲିସ୍ତାନ ସମର୍ଥକ ସଂଗଠନ ଏବଂ ସେମାନଙ୍କ ସହ ଜଡ଼ିତ […]

ଅପରାଧ

ଆଶାରାମ ବାପୁଙ୍କୁ ଜାମିନ ଖାରଜ

ନୂଆଦିଲ୍ଲୀ : ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଜାମିନ ଆବେଦନ କରିଥିଲେ। ଯୋଧପୁରର AIIMSର ଏକ ଡାକ୍ତରୀ ରିପୋର୍ଟ ଆଧାରରେ, କୋର୍ଟ ଏହି ପର୍ଯ୍ୟାୟରେ ଜାମିନ ଆବଶ୍ୟକ ମନେ କରିନାହାଁନ୍ତି। ସୁପ୍ରିମ କୋର୍ଟ ଆବେଦନକୁ ବଜାୟ ରଖିଛନ୍ତି ଏବଂ କହିଛନ୍ତି

ଅପରାଧ

ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କଲେ ବମ୍ବେ ହାଇକୋର୍ଟ । ୨୦୨୧ ମସିହାରେ ନିମ୍ନ ଅଦାଲତ ତାଙ୍କୁ ଯେଉଁ ଦୋଷମୁକ୍ତ କରିଥିଲେ, ସେହି ରାୟକୁ ହାଇକୋର୍ଟ ପୂରାପୂରି ଓଲଟାଇ ଦେଇଛନ୍ତି ଏବଂ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ୨୦୧୩ ମସିହା ନଭେମ୍ବର ମାସରେ ଗୋଆର ଏକ ହୋଟେଲର ଲିଫ୍ଟ ଭିତରେ ଜଣେ ପୂର୍ବତନ କନିଷ୍ଠ ସହଯୋଗୀଙ୍କୁ ଯୌନ ଉତ୍ପୀଡ଼ନ କରିଥିବା ଅଭିଯୋଗ ହୋଇଥିଲା । ଗୋଆ ଟ୍ରାଏଲ୍ କୋର୍ଟ ତରୁଣ ତେଜପାଲଙ୍କୁ ନିର୍ଦ୍ଦୋଷରେ ଖଲାସ

ଅପରାଧ

ସିଏମ୍‌ଓରୁ ଫାଇଲ୍‌ ହଜିଲା

ଭୁବନେଶ୍ୱର : ସିଏମଓରୁ ଫାଇଲ ଗାୟବ ଓ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଭିଏଚପି(ବିଶ୍ୱ ହିନ୍ଦୁ ପରିଷଦ)ର ବଡ ଦାବି। ଭିଏଚପି କହିଛି ଯେ ସରକାରଙ୍କ କ୍ରାଇବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶକୁ ଆମେ ସ୍ୱାଗତ କରୁଛୁ । କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ୱ ଦେଇ ସରକାର ବସି ପଡିଲେ ଚଳିବନି । ସରକାରଙ୍କୁ ଏହି ତଦନ୍ତ ପ୍ରକ୍ରିୟାକୁ ଫଲୋ କରିବାକୁ ପଡିବ । ଯେପରି ରେଜଲ୍ଟ ଆସିବ, ପ୍ରକୃତରେ ଯିଏ ଦୋଷୀ ଦଣ୍ଡ ପାଇବ । ସମଗ୍ର ସମାଜ ସାମ୍ନାରେ ଦଣ୍ଡ

ଅପରାଧ

ସୌମ୍ୟ ହତ୍ୟା ମାମଲା

ଭୁବନେଶ୍ୱର : ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ କ୍ରାଇମବ୍ରାଞ୍ଚ ଏହି ହତ୍ୟାକାଣ୍ଡ ସହ ଜଡ଼ିତ ବିଭିନ୍ନ ପ୍ରମାଣ ସଂଗ୍ରହ କରି ଅଭିଯୁକ୍ତମାନଙ୍କ ବିରୋଧରେ ଆଇନଗତ ପ୍ରକ୍ରିୟାକୁ ଆଗକୁ ବଢ଼ାଇଛି । ଏହି ମାମଲାରେ ପୂର୍ବରୁ ସମୁଦାୟ ୨୦ ଜଣଙ୍କୁ ଗିରଫ କରାଯାଇଥିଲା,

Scroll to Top