ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ : ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାରରେ ଥିବା ରତ୍ନ ଓ ଅଳଙ୍କାରର ଗଣତିମଣତି । ଶ୍ରୀମନ୍ଦିରର ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏବଂ କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ଏହି ଗଣତି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ଏସ୍ଓପି ଅନୁସାରେ ସମ୍ପୂର୍ଣ୍ଣ ପ୍ରକ୍ରିୟା କରାଯିବ ।ରତ୍ନଭଣ୍ଡାରରେ ଥିବା ମୂଲ୍ୟବାନ ରତ୍ନ ଓ ଅଳଙ୍କାରର ଗଣତିମଣତି ନେଇ ସମସ୍ତ ପ୍ରସ୍ତୁତି […]









