ଲିଙ୍ଗରାଜଙ୍କ ନୀତିରେ ବାଧା
ଭୁବନେଶ୍ୱର : ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାରରେ ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ ବ୍ୟାଘାତ ସୃଷ୍ଟି ହୋଇଛି ।ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା ସୂଚନାରୁ ଜଣାପଡ଼ିଛି। ମନ୍ଦିରର ପୂଜାପଣ୍ଡା ସେବାୟତ ଏବଂ ବଡୁ ସେବାୟତଙ୍କ ମଧ୍ୟରେ ଗତ କିଛି ଦିନ ହେବ ଅସନ୍ତୋଷ ଲାଗି ରହିଥିଲା। ଶ୍ରାବଣ ସୋମବାର ଭଳି ସ୍ବତନ୍ତ୍ର ଓ ଗୁରୁତ୍ୱପୂର୍ଣ୍ଣ ଦିନରେ ମନ୍ଦିରକୁ ଆସୁଥିବା ଦାନ ଟଙ୍କା ଏବଂ ବିଭିନ୍ନ ପୂଜାନୀତିରୁ ମିଳୁଥିବା ପାଉଣା […]





