ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର! ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ
ଭୁବନେଶ୍ୱର : ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍ଥକେୟାର ଏବଂ ଆପାରେଲ୍ସକୁ ନୂଆ ଟ୍ରେଡ୍ ବିଷୟ ଭାବେ ଅନୁମୋଦନ ମିଳିଛି। ଏହି ପାଠ୍ୟକ୍ରମକୁ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରୀଛାତ୍ର ଅଧ୍ୟୟନ କରିପାରିବେ। ଯୁକ୍ତ ୨ରେ ଛାତ୍ରୀଛାତ୍ରଙ୍କୁ ୬ଟି ବିଷୟରେ ପରୀକ୍ଷା ଦେବାକୁ ପଡ଼ିଥାଏ। ତେବେ […]









