ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ
ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଯାଇଛି। ବୟସାଧିକ ବ୍ୟାଧି ଯୋଗୁଁ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଲୁଇସରୋଡସ୍ଥିତ ତାଙ୍କ ବାସଭବନକୁ ତାଙ୍କର ମରଶରୀର ଅଣାଯିବ । ସେ ୨ଶହରୁ ଅଧିକ ସଂଗୀତରେ କଣ୍ଠଦାନ କରିଛନ୍ତି । ୧୯୩୮ […]









