୬୭ତମ ଜନ୍ମଦିନ ପାଳନ କଲେ ସଞ୍ଜୟ
ମୁମ୍ବାଇ : ବଲିଉଡ ଇଣ୍ଡଷ୍ଟ୍ରିର ଭିଲିଆନ୍ ସଞ୍ଜୟ ଦତ୍ତ ଆଜି ତାଙ୍କର ୬୭ତମ ଜନ୍ମଦିନ ପାଳନ କରୁଛନ୍ତି । ସଞ୍ଜୟଙ୍କ ଜନ୍ମଦିନ ଅବସରରେ ତାଙ୍କ ପିଲାମାନେ ତ୍ରିଶାଳା, ଇକ୍ରା ଏବଂ ଶାହରାନ୍ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ବାପାଙ୍କ ପ୍ରତି ଥିବା ଭଲପାଇବା ପ୍ରକାଶ କରିଛନ୍ତି । ସଞ୍ଜୟଙ୍କୁ ଫ୍ୟାନ୍ସ ଏବଂ ଇଣ୍ଡଷ୍ଟ୍ରିର ଅନେକ ଷ୍ଟାର ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ।ସଞ୍ଜୟ ଦତ୍ତଙ୍କ ପୁଅ ଶାହରାନ୍ ଏକ ପୋଷ୍ଟ ସେୟାର କରିଥିବାର ଦେଖିବାକୁ ମିଳିଛି । […]



