ଅଶୋକଧାମ ମନ୍ଦିରରେ ଦଳାଚକଟା
ବିହାର : ଶ୍ରାବଣ ମାସ ତୃତୀୟ ସୋମବାରରେ ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ ପ୍ରାର୍ଥନା କରୁଥିବା ସମୟରେ ହଠାତ ଦଳାଚକଟା ଘଟିଥିଲା। ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଓ ସେଥିରୁ ଦଳାଚକଟା ହୋଇଥିଲା।ଆଜି ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ଅବସରରେ ଶିବ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ବିପୁଳ ସଂଖ୍ୟାରେ ଭକ୍ତଙ୍କ









