ପ୍ରଳୟ ବନ୍ୟାରେ ହାହାକାର: ଆସାମ
ଗୌହାଟି: ଲଗାଣ ବର୍ଷା ଯୋଗୁଁ ଆସାମରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ପରିସ୍ଥିତି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତି ବନ୍ୟା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଚରାଇଦେଓ, ଦାରାଙ୍ଗ, ଗୋଲାଘାଟ, ଜୋରହାଟ, […]









