odisha24 Live

Latest News

Latest News

ରାଜନୀତି

ରାଜନୀତି, ଦେଶ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଲକ୍ଷ୍ନୌ : ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନାର ଶୁଭାରମ୍ଭ ଏବଂ ଲକ୍ଷ୍ନୌରେ ସ୍ୱତନ୍ତ୍ର ବସ୍‌ର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, ଅକ୍ଟୋବର-ନଭେମ୍ବରରେ ସ୍ନାତକ ପଢ଼ୁଥିବା ୫୦,୦୦୦ ଝିଅଙ୍କୁ ସ୍କୁଟି ଯୋଗାଇ ଦିଆଯିବ।ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, ଡବଲ-ଇଞ୍ଜିନ୍ ସରକାର ମହିଳାଙ୍କ ସୁରକ୍ଷା, ସମ୍ମାନ ଏବଂ ସ୍ୱାବଲମ୍ବନକୁ ଏହାର ଯୋଜନାର କେନ୍ଦ୍ରରେ ରଖିଛି। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି […]

ରାଜନୀତି

୭ ବର୍ଷର ରିପୋର୍ଟ ଦେଲେ ସାଂସଦ

ଭୁବନେଶ୍ୱର : ସାଂସଦ ତଥା ବିଜେପି ନେତ୍ରୀ ଅପରାଜିତା ଷଡ଼ଙ୍ଗୀ ୭ ବର୍ଷର କାର୍ଯ୍ୟ ବିବରଣୀ ଦେଇଛନ୍ତି । ଭୁବନେଶ୍ୱର ପାଇଁ ୧୦୦ ପ୍ରତିଶତ ଚେଷ୍ଟା କରୁଥିବା କହିବା ସହ ନିଜ କାର୍ଯ୍ୟର ବିବରଣୀ ସମସ୍ତଙ୍କ ନିକଟରେ ପହଞ୍ଚାଇବାକୁ କହିଛନ୍ତି । ସାଂସଦଙ୍କ ଦାବି ଅନୁସାରେ, ଏହି ସାତ ବର୍ଷରେ ୫୫ ପ୍ରକାରର କାର୍ଯ୍ୟ କରାଯାଇଛି। ସଂସଦୀୟ କ୍ଷେତ୍ର ପାଇଁ ୮ଟି ମୁଖ୍ୟ କାର୍ଯ୍ୟକୁ ମଧ୍ୟ ସେ ପ୍ରମୁଖତା ଦେଇଛନ୍ତି । ଭୁବନେଶ୍ୱର ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ

ରାଜନୀତି

ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ଦଳୀୟ ରଣନୀତି ଓ ଆଗାମୀ ପଦକ୍ଷେପ ନେଇ ଚାଲିଲା ଆଲୋଚନା। ନିଷ୍ପତ୍ତି ଉପରେ ଏବେ ସମସ୍ତଙ୍କ ନଜର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଦଳର ବରିଷ୍ଠ ରାଜ୍ୟ ପଦାଧିକାରୀ ଯୋଗ ଦେଇଛନ୍ତି

ରାଜନୀତି, ରାଜ୍ୟ

ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୨୨ରୁ ଅକ୍ଟୋବର ୩ ଯାଏଁ ଚାଲିବ ମୌସୁମୀ ଅଧିବେଶନ । ଚଳିତ ମୌସୁମୀ ଅଧିବେଶନରେ ରହିଛି ୯ଟି କାର୍ଯ୍ୟ ଦିବସ । ଗୋଟିଏ ଛୁଟି ଦିନ ଥିବା ବେଳେ ୨ ଦିନ ନୋ ମିଟିଙ୍ଗ ଡେ ରହିଛି । ଚଳିତ ମୌସୁମୀ ଅଧିବେଶନ ବେଶ ସରଗରମ ରହିବ ବୋଲି ଆଶା କରାଯାଉଛି । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ

ରାଜନୀତି

ନିଜର ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ନୀତିନ

ନୂଆଦିଲ୍ଲୀ : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ନାଗପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ, ସେ ପୂର୍ବଭଳି ଆଉ ଅଧିକ କାମ କରିପାରୁନାହାନ୍ତି ଏବଂ ଏବେ ନୂଆ ପିଢ଼ିକୁ ଦାୟିତ୍ୱ ଦେବାର ସମୟ ଆସିଛି। ସାର୍ବଜନୀନ ଜୀବନରେ ପ୍ରାୟ ୩୦ ବର୍ଷ ଧରି ସକ୍ରିୟ ରହିଥିବା ଗଡକରୀ ଏହି ଦୀର୍ଘ ଯାତ୍ରାରେ ଅନେକ ଉତ୍‌ଥାନ-ପତନ ଦେଖିଥିବା କହିଛନ୍ତି।ଗଡକରୀଙ୍କ କହିବା

ରାଜନୀତି

ମହିଳାଙ୍କୁ ମିଳିବ ମାଗଣା ଗ୍ୟାସ

ଚେନ୍ନାଇ : ତାମିଲନାଡୁ ସରକାରଙ୍କ ଆଉ ଏକ ବଡ଼ ଘୋଷଣା । ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବିଧାନସଭାରେ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯିବ। ଏହାଦ୍ୱାରା ବର୍ଷକୁ ୨.୫ ଲକ୍ଷ ଟଙ୍କାରୁ କମ୍ ଆୟ କରୁଥିବା ପରିବାରକୁ ତିନୋଟି ସିଲିଣ୍ଡର ମାଗଣାରେ ମିଳିବ । ଯାହା ୨୦୨୭ରୁ ଲାଗୁ ହେବ । ଏହାଛଡା ଟ୍ରାନ୍ସଜେଣ୍ଡରଙ୍କୁ ମାଗଣାରେ ଯାତ୍ରା କରିବା ନେଇ ଯୋଜନା

ରାଜନୀତି

ସରକାରୀ ହସ୍ପିଟାଲରେ ଜନ୍ମିତ ନବଜାତକଙ୍କୁ ମିଳିବ ସୁନା ମୁଦି

ତାମିଲନାଡୁ: ତାମିଲନାଡୁ ସରକାର ସରକାରୀ ହସ୍ପିଟାଲରେ ଜନ୍ମିତ ନବଜାତକଙ୍କୁ ସୁନା ମୁଦି ପ୍ରଦାନ କରିବା ପାଇଁ ଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ପାଇଁ ସରକାର ପ୍ରାୟ ୨୨୦ କୋଟି ଟଙ୍କାର ବଜେଟ୍ ରଖିଛନ୍ତି। ତାମିଲନାଡୁ ମେଡିକାଲ ସର୍ଭିସେସ୍ କର୍ପୋରେସନ୍ (ଟିଏନ୍ଏମ୍ଏସ୍‌ସି) ଶୁକ୍ରବାର ବିଳମ୍ବିତ ରାତିରେ ଜୟଆଲୁକ୍କାସ ଏବଂ କଲ୍ୟାଣ ଜୁଏଲର୍ସକୁ ୧.୨୮ ଲକ୍ଷ ସୁନା ମୁଦି ପ୍ରସ୍ତୁତ କରିବା ପାଇଁ ଅର୍ଡର ଦେଇଥିବା ଜଣାପଡ଼ିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସରକାରୀ ହସ୍ପିଟାଲରେ

ରାଜନୀତି

ନିର୍ବାଚନ ପୂର୍ବରୁ ବୁଲେଟପ୍ରୁଫ୍ ଜ୍ୟାକେଟ୍

ନୂଆଦିଲ୍ଲୀ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାର ରାଜନେତାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ସମୀକ୍ଷା ଏବଂ ଗୁଇନ୍ଦା ସୂଚନା ଆଧାରରେ, ଯୋଗୀ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ ସମେତ ରାଜ୍ୟର ୫୨ ଜଣ ପ୍ରମୁଖ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍ ଯୋଗାଇବାକୁ ପ୍ରସ୍ତୁତ ହୋଇଛନ୍ତି। ସୂତ୍ର ଅନୁସାରେ ସୁରକ୍ଷା ମୁଖ୍ୟାଳୟ ପ୍ରାୟ ୧୦ ଲକ୍ଷ ମୂଲ୍ୟରେ ସ୍ୱତନ୍ତ୍ର ବୁଲେଟପ୍ରୁଫ୍ ଜ୍ୟାକେଟ୍ କିଣିବା ପ୍ରକ୍ରିୟା ସମାପ୍ତ

ରାଜନୀତି

ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ଦିଲ୍ଲୀରେ ଛାତ୍ର ବିକ୍ଷୋଭ ସମୟରେ ପେଲେଟ୍ ଗନ୍ ବ୍ୟବହାର ସମ୍ପର୍କରେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ୍ ପୋଲିସ ଷ୍ଟେସନରେ ପହଞ୍ଚିଛନ୍ତି। ଜନ୍ତର-ମନ୍ତରରେ ହୋଇଥିବା ପ୍ରଦର୍ଶନ ସମୟରେ ପେଲେଟ ଗନରେ ଆହତ ହୋଇଥିବା ଛାତ୍ରଙ୍କୁ ନେଇ ଅଭିଯୋଗ କରିବା ପାଇଁ ସେ ଥାନାରେ ପହଞ୍ଚିଥିବା ଜଣାପଡ଼ିଛି। ରାହୁଲ ଗାନ୍ଧୀ ୨୪ ଜୁଲାଇ ୨୦୨୬ରେ ସାହିଲ ଲାଛୋବଙ୍କ ସହ ଏକ ପ୍ରେସ କନଫରେନ୍ସ ମଧ୍ୟ କରିଥିଲେ। ସେହି ସମୟରେ ପେଲେଟ ଗନ

ରାଜନୀତି

ବିଜୟଙ୍କୁ ଭେଟିଲେ ଅମିତ ଶାହା

ତାମିଲନାଡୁ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ସହ ସାକ୍ଷାତର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି । କୋଭଲମ୍, ଚେଙ୍ଗଲପଟ୍ଟୁଠାରେ ଅନୁଷ୍ଠିତ ହେବାକୁ ଥିବା ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ୩୧ତମ

Scroll to Top