ପଶ୍ଚିମବଙ୍ଗ ଉପନିର୍ବାଚନରେ ଟିଏମସିର ବଡ଼ ଗେମ୍ପ୍ଲାନ୍; ପ୍ରାର୍ଥୀ ଘୋଷଣା
କୋଲକାତା : ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ ପ୍ରାର୍ଥୀ କରିଛି। ରବିବାର ଟିଏମସି ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏନେଇ ଅଧିକାରିକ ଘୋଷଣା କରାଯାଇଛି । ଦଳ କହିଛି, ଅଧ୍ୟକ୍ଷ ମମତା ବାନାର୍ଜୀଙ୍କ ମାର୍ଗଦର୍ଶନ ଓ ପ୍ରେରଣାରେ ଆଗାମୀ ନନ୍ଦିଗ୍ରାମ









