ମାର୍ଚ୍ଚରେ ବାଜିବ ପଞ୍ଚାୟତ ନିର୍ବାଚନ : ପ୍ରସ୍ତୁତି ହେଲାଣି ୩ ପ୍ରମୁଖ ରାଜନୈତିକ ଦଳ
ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଜୋରଦାର ହେଲାଣି ପ୍ରସ୍ତୁତି ଆରମ୍ଭ । ୩ ପ୍ରମୁଖ ରାଜନୈତିକ ଦଳ ଆରମ୍ଭ କଲେଣି ରଣନୀତି। ଶାସକ ଦଳ ହିସାବରେ ବିଜେପି ପ୍ରଥମଥର ପାଇଁ ପଞ୍ଚାୟତ ନିର୍ବାଚନକୁ ଓହ୍ଲାଇବ । ଏହି ନିର୍ବାଚନ ବିଜେପି ପାଇଁ ସମ୍ମାନ ଓ ମର୍ୟ୍ୟାଦାର ପ୍ରଶ୍ନ । ହେଲେ ନେତା ଓ କର୍ମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି, କେବେ ନିର୍ବାଚନ ହେବ । ଠିକ୍ ସମୟରେ ହେବ କି ବିଳମ୍ବରେ ହେବ, ଏନେଇ









