ବିଜୟଙ୍କୁ ଭେଟିଲେ ଅମିତ ଶାହା
ତାମିଲନାଡୁ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ସହ ସାକ୍ଷାତର ଫଟୋ ସେୟାର କରି ଏହି ସୂଚନା ଦେଇଛନ୍ତି । କୋଭଲମ୍, ଚେଙ୍ଗଲପଟ୍ଟୁଠାରେ ଅନୁଷ୍ଠିତ ହେବାକୁ ଥିବା ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ୩୧ତମ









