ଆରମ୍ଭ ହେଲା ଓଡ଼ିଶା ଟି-୨୦ ଲିଗ୍
କଟକ: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। କଟକର ଐତିହାସିକ ବାରବାଟୀ ଷ୍ଟାଡିଅମଠାରେ ‘ଓଡ଼ିଶା ଟି-୨୦ ଲିଗ୍ ସିଏମ୍ ଟ୍ରଫି ୨୦୨୬’ର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଟ୍ରଫିରେ ଫୁଟବଲ, ଖୋ-ଖୋ, କବାଡ଼ି ଓ ଭଲିବଲ ପରେ ଏବେ କ୍ରିକେଟ୍ ପଞ୍ଚମ କ୍ରୀଡ଼ା ଭାବେ ସାମିଲ ହୋଇଛି, ଯାହା ଆମ ୩୦ଟି ଜିଲ୍ଲାରେ ଥିବା ଗ୍ରାମୀଣ କ୍ରିକେଟ୍ ପ୍ରତିଭାଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କୁ ନିଜ ଦକ୍ଷତା ପ୍ରଦର୍ଶନର ଏକ ନୂଆ ଓ ବଡ଼ […]









