ଘରେ ଘରେ ଉଡ଼ିବ ତ୍ରିରଙ୍ଗା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟବ୍ୟାପୀ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଛି। ଲୋକମାନେ ନିଜ ନିଜ ଘରେ ଜାତୀୟ ପତାକା ଉଡ଼ାଇବା ଏବଂ ଦେଶପ୍ରେମରେ ସାମିଲ ହେବା ପାଇଁ ଆଜିଠାରୁ ଅଗଷ୍ଟ ୧୭ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ବ୍ଲକ୍ ଏବଂ ଗ୍ରାମ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଏହି ଅଭିଯାନ ପାଳନ କରାଯିବ। ଏହି ଅଭିଯାନକୁ ସଫଳ କରିବା ପାଇଁ […]









