odisha24 Live

Latest News

Latest News

ରାଜ୍ୟ

ରାଜ୍ୟ, ଶିକ୍ଷା ଓ ନିଯୁକ୍ତି

ପାଠ୍ୟପୁସ୍ତକ ତ୍ରୁଟି ମାମଲା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗ । ୪ ଜଣଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ଓଡିଶା ହାଇକୋର୍ଟ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ନିଆଯାଇ ପାରିବ ନାହିଁ କାର୍ଯ୍ୟାନୁଷ୍ଠାନ । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ ପ୍ରକାଶିତ ହୋଇଛି ଏହି ପୁସ୍ତକ । ଘରୋଇ ପ୍ରକାଶନୀ ସଂସ୍ଥାର ସଦସ୍ୟଙ୍କୁ ଅନ୍ତରୀଣ ସୁରକ୍ଷା । ଦିଲ୍ଲୀପ କୁମାର ସାହୁ […]

ରାଜ୍ୟ, ସଂସ୍କୃତି

ଖୁବଶୀଘ୍ର ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବ

ଭୁବନେଶ୍ୱର : ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ୍ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ଚିଠି ଲେଖି ଜରୁରୀ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରୀମନ୍ଦିର

ରାଜ୍ୟ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁଲିସ ଠୁ ପ୍ରସାଶନ ସୁରକ୍ଷା ବ୍ୟବସ୍ଥା ସହ ଗସ୍ତକୁ ନେଇ ଟିକିନିଖି ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି । ଏୟାରପୋର୍ଟଠୁ ରେଳ ଷ୍ଟେସନ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲ୍ଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ୪

ରାଜ୍ୟ

ବନ୍ୟା ଅବସ୍ଥାକୁ ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରିଛନ୍ତି । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ବନ୍ୟା ପରିସ୍ଥିତିକୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି

ରାଜ୍ୟ

ଖୋଲିବ ଭିତରକନିକା

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ୩ ମାସ ବନ୍ଦ ରହିବା ପରେ ପର୍ଯ୍ୟଟକଙ୍କ ପାଇଁ ୨୦୨୬ ଅଗଷ୍ଟ ୧ (ଶନିବାର) ଠାରୁ ପୁଣିଥରେ ଖୋଲିଛି। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ଗୁପ୍ତି, ଖୋଳା ଘାଟ ସହିତ ଜାତୀୟ ଉଦ୍ୟାନ ମୁଖ୍ୟଦ୍ୱାର ନିକଟରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିରରକନିକା ଜାତୀୟ ଉଦ୍ୟାନ ଭିତରେ ପ୍ରବାହିତ ନଦୀ

ରାଜ୍ୟ

ବନ୍ୟା ଘେରରେ ମା ଭଟ୍ଟାରିକା

ଭୁବନେଶ୍ୱର : ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ କଟକ ଜିଲ୍ଲା ବଡ଼ମ୍ବା ସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟା ଜଳ ପ୍ରବେଶ କରିଛି। ମନ୍ଦିରର ଗର୍ଭଗୃହରେ ପାଣି ପଶିଯିବାରୁ ଦେବୀଙ୍କ ଚଳନ୍ତି ପ୍ରତିମାଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।ସେଠାରେ ନିୟମିତ ଭାବେ ମା’ଙ୍କର ନୀତିକାନ୍ତି ଓ ପୂଜାର୍ଚ୍ଚନା ଜାରି ରହିଛି । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରୁ ଗେଟ୍

ଦେଶ, ରାଜ୍ୟ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ସକାଳେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ହେବାକୁ ଥିବା ଜାତୀୟ ସେମିକନ ସମ୍ମିଳନୀରେ ଯୋଗଦେବେ। ଭାରତକୁ କିପରି ସେମିକଣ୍ଡକ୍ଟର ପାୱାର ହାସ କରାଯାଇପାରିବ ସେନେଇ ଶୀର୍ଷ ସ୍ତରରେ ବୈଠକ ଅନୁଷ୍ଠିତ ହେବ। ଆସନ୍ତାକାଲି ଓ ୪ ତାରିଖରେ ଜିଏସଟି କାଉନସିଲର ୫୬ ତମ ବୈଠକରେ ମଧ୍ୟ ଯୋଗଦେବେ। ଦିଲ୍ଲୀ ଗସ୍ତ ପୂର୍ବରୁ ଓଡ଼ିଶା ଉପସ୍ଥାପନ

ରାଜ୍ୟ, ସଂସ୍କୃତି

୫ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ଗୁପ୍ତ ସେବା ପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ଅର୍ଥାତ ପ୍ରାୟ ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ କେବଳ ସେବାୟତମାନେ ନୀତିକାନ୍ତି ସମ୍ପନ୍ନ କରିବେ । ବନକଲାଗି ନୀତି ହେଉଛି ଶ୍ରୀଜୀଉମାନଙ୍କ ଶ୍ରୀ ଅଙ୍ଗରେ ପ୍ରାକୃତିକ ଔଷଧୀୟ ଲେପ

ରାଜ୍ୟ

ବିପଦରେ ବୈତରଣୀ ନଦୀ

ଭୁବନେଶ୍ୱର : ଲଗାଣ ବର୍ଷା ପ୍ରଭାବରେ ବୈତରଣୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ରାଜ୍ୟର ତିନୋଟି ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ସାଳନ୍ଦୀ, ଜଳକା ଓ ବୈତରଣୀରେ ଜଳସ୍ତର ବିପଦ ସଙ୍କେତ ଡେଇଁଛି। ବନ୍ୟାଜଳ ସହରାଞ୍ଚଳ ଓ ଗାଁଗଣ୍ଡାରେ ପଶିଲାଣି। ଏପରିକି ଭଦ୍ରକ ସମେତ କେତେକ ଜିଲାର ଲୋକେ ଜଳଘେରରେ ରହିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଶ୍ୱସ୍ତ କରାଯିବା ସହ ସବୁପ୍ରକାର ସ୍ଥିତି ମୁକାବିଲା ପାଇଁ ବିଭାଗୀୟ

ପାଣିପାଗ, ରାଜ୍ୟ

୩ ରାଜ୍ୟରେ ଭୀଷଣ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା। ଦୀଘା ଠାରୁ ୭୦, ବାଲେଶ୍ୱର ଠାରୁ ୧୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଗଭୀର ଅବପାତ। ଏବେ ଏହା ପଶ୍ଚିମ-ପଶ୍ଚିମପୂର୍ବ ଦିଗକୁ ଗତି କରୁଛି। ଅପରାହ୍ନ ବେଳକୁ ଏହା ବାଲେଶ୍ୱର ମଧ୍ୟରେ ଅତିକ୍ରମ କରିବ। ଯାହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା

Scroll to Top